ସ୍ତ୍ରୀ ଡ୍ରାଇଭର,ସ୍ବାମୀ କଣ୍ଡକ୍ଟର

ଲକ୍ଷ୍ନୌ,୭।୧୧: ଉତ୍ତରପ୍ରଦେଶ ପରିବହନ ନିଗମରେ କାର୍ଯ୍ୟ କରୁଥିବା ଏକ ସ୍ବାମୀ-ସ୍ତ୍ରୀ ଯୋଡି ଏବେ ଚର୍ଚ୍ଚାରେ ଅଛନ୍ତି। ଉତ୍ତରପ୍ରଦେଶ ପରିବହନ ନିଗମର ଲୋନି ଡିପୋର ରୋଡୱେ ବସ୍‌ରେ ସ୍ବାମୀ ଓ ସ୍ତ୍ରୀଙ୍କୁ ପୋଷ୍ଟ କରାଯାଇଛି। କୌତୁହଳର ବିଷୟ ହେଉଛି ସ୍ତ୍ରୀଙ୍କ ହାତରେ ରୋଡୱେ ବସ ଷ୍ଟିଅରିଂ ଅଛି ଏବଂ ସ୍ବାମୀ ଯାତ୍ରୀମାନଙ୍କ ପାଇଁ ଟିକେଟ କାଟୁଛନ୍ତି।
ଉତ୍ତରପ୍ରଦେଶ ପରିବହନ ନିଗମର ରୋଡୱେ ବସ ଡ୍ରାଇଭରଙ୍କ ନାଁ ବେଦକୁମାରୀ ଏବଂ ତାଙ୍କ ସ୍ବାମୀ ହେଉଛନ୍ତି ମୁକେଶ ପ୍ରଜାପତି। ବେଦକୁମାରୀ ସଂସ୍କୃତରେ ପୋଷ୍ଟ ଗ୍ରାଜୁଏଟ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସେ ଦିଲ୍ଲୀ ପୋଲିସରେ ନିଯୁକ୍ତି ପାଇଁ ପ୍ରସ୍ତୁତ ହେଉଥିଲେ। ଏହି ସମୟରେ ମହିଳା ଡ୍ରାଇଭର ନିଯୁକ୍ତି ପାଇଥିଲେ।
ପ୍ରଧାନମନ୍ତ୍ରୀ କୌଶଲ ବିକାଶ ଯୋଜନା ଅଧୀନରେ ତଥା ୨୦୨୧ରେ ଉତ୍ତରପ୍ରଦେଶ ରାଜ୍ୟ ସଡକ ପରିବହନ ନିଗମ (ୟୁପିଏସଆରଟିସି) ସହାୟତାରେ ଡ୍ରାଇଭର ହେବାକୁ ପ୍ରସ୍ତୁତ ବେଦକୁମାରୀ କାନପୁରର ମଡେଲ ଡ୍ରାଇଭିଂ ଟ୍ରେନିଂ ଆଣ୍ଡ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରୁ ଭାରୀ ଯାନ ଚଳାଇବାରେ ତାଲିମ ନେଇଥିଲେ। ଏହା ପରେ ବେଦକୁମାରୀଙ୍କୁ ୧୦ ମାସ ତାଲିମ ପାଇଁ ଲୋନି ଡିପୋ କର୍ମଶାଳାକୁ ପଠାଗଲା। ଏପ୍ରିଲ ୨୦୨୩ରେ ବେଦକୁମାରୀ ପ୍ରଥମ ଥର ପାଇଁ ଉତ୍ତରପ୍ରଦେଶ ପରିବହନ ନିଗମର ଡ୍ରାଇଭର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri