ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର

ସମ୍ବଲପୁର,୬।୫(ବ୍ୟୁରୋ): ସାତ ଜନମକୁ ସାଥୀ ହେବାକୁ କଥା ଦେଇ ଯେଉଁ ହାତ ଧରିଥିଲେ ସେହି ହାତରେ ସ୍ତ୍ରୀଙ୍କୁ ପଥର ଛେଚି ହତ୍ୟା କରିଛନ୍ତି ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର କ୍ଷେତରାଜପୁର ଥାନା ଅନ୍ତର୍ଗତ ବେହେରାମୁଣ୍ଡା ଗାଁ ରେ।
ପୋଲିସ ସୁଚନା ମୁତାବକ, ବେହେରାମୁଣ୍ଡା ଗାଁରେ ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ପଥରରେ ଛେଚି ସ୍ବାମୀ ପିଣ୍ଟୁ ମୁଣ୍ତା ହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ଜୟମତି ରଣାଙ୍କୁ ହତ୍ୟା କରି ପିଣ୍ଟୁ ଫେରାର ହୋଇଯାଇଛନ୍ତି। ବେହେରାମୁଣ୍ତାର ଝିଅ ଜୟମତି ବାମରା ଝରଣାଡିହି ଗାଁର ପିଣ୍ଟୁଙ୍କୁ ବିବାହ କରିଥିଲେ । ଜୟମତି ପିଣ୍ଟୁଙ୍କ ସହ ନିଜ ଘରକୁ ଆସିଥିଲେ। ପାରିବାରିକ କଳହକୁ ନେଇ ସ୍ବାମୀ ସ୍ତ୍ରୀ ଝଗଡ଼ା ହେବା ସହ ଗୁରୁବାର ରାତିରେ ପିଣ୍ଟୁ ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରି ଫେରାର ହୋଇଯାଇଛନ୍ତି। ପୋଲିସ ମୃତଦେହ ଜବତ କରିବା ସହ ପିଣ୍ଟୁଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ ଟୀକାକରଣ ନିମନ୍ତେ ପୂର୍ବାଭ୍ୟାସ

ଦେବଗଡ଼,୩ା୧(ଡି.ଏନ.ଏ) ଦେବଗଡ ଜିଲାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର କୋଭିଡ ଟୀକାକରଣର ପୂର୍ବାଭ୍ୟାସ କରାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟ...

୧୫ ହିତାଧିକାରୀଙ୍କୁ ମିଳିଲା ୭ ମାସର ଭତ୍ତା

ଦଶମନ୍ତପୁର, ୧୦।୭ ( ଡି.ଏନ୍‌.ଏ. ): ୭ ମାସ ହେଲାଣି ୧୫ ଜଣ ହିତାଧିକାରୀଙ୍କୁ ମିଳୁ ନ ଥିଲା ଭତ୍ତା। ଏନେଇ ସେମାନେ ପଞ୍ଚାୟତ ଓ ବ୍ୟାଙ୍କ...

ଲାଞ୍ଚ ନେଇ ଆୟୁଷ ଡାକ୍ତର ଗିରଫ

କୁତ୍ରା, ୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଏରବାହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି।...

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ...

ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଲେ ଡିଜିପି

କଟକ ଅଫିସ୍‌, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି...

ଯୁବକଙ୍କୁ ନିର୍ମମ ହତ୍ୟା

ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରସ୍ଥିତ ଦୋଳମଣ୍ଡପ ସାହି ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୭ଟାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

୨୦ରୁ ରାଜ୍ୟରେ ଟେଲି ମେଡିସିନ୍‌ ସେବା

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ ସେବା। ରାଜ୍ୟରେ କରୋନା କଟକଣା ପରିସ୍ଥିତି ଯୋଗୁ ସାଧାରଣ ରୋଗୀଟିଏ ହସ୍ପିଟାଲ ଯିବା ସମ୍ଭବ...

ଦ୍ୱିତୀୟ ବିବାହ ହୋଇ ପ୍ରଥମ ସ୍ତ୍ରୀଙ୍କୁ ନିର୍ଯାତନା

ଜୟପୁର,୨୮ା୬ (ନି.ପ୍ର.): ଦ୍ୱିତୀୟ ସ୍ତ୍ରୀ ଗ୍ରହଣ କରି ସ୍ବାମୀ ପ୍ରଥମ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ନେଇ ମହିଳା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ସୁନାବେଡାର...

Advertisement
Archives

Model This Week