ଡୋନାଲ୍ଡ ଟ୍ରମ୍ପଙ୍କ ପରାଜୟ ଚାହୁଁଛନ୍ତି ସ୍ତ୍ରୀ ମେଲାନିଆ

ଓ୍ବାଶିଂଟନ୍‌,୨।୯: ଆମେରିକା ନିର୍ବାଚନ ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୂର୍ବତନ ଘନିଷ୍ଠ ସହଯୋଗୀ ଆନ୍ଥୋନି ସ୍କାରାମୁଚି ଏକ ବଡ଼ ଦାବି କରିଛନ୍ତି। ହ୍ବାଇଟ ହାଉସର ଯୋଗାଯୋଗ ନିର୍ଦ୍ଦେଶକ ଆନ୍ଥୋନୀ ସ୍କାରାମୁସି ଦାବି କରିଛନ୍ତି, କମଲା ହାରିସଙ୍କ ବିଜୟକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ସ୍ତ୍ରୀ ମେଲାନିଆ ଟ୍ରମ୍ପ ତାଙ୍କ ଅପେକ୍ଷା ଅଧିକ ଉତ୍ସାହିତ ଅଛନ୍ତି। ମେଲାନିଆ ଟ୍ରମ୍ପ ପ୍ରକୃତରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଏତେ ପସନ୍ଦ କରନ୍ତି ନାହିଁ। ସେ ତାଙ୍କୁ ଘୃଣା କରନ୍ତି।
ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ ଅଭିଯାନରୁ ମେଲାନିଆ ଟ୍ରମ୍ପଙ୍କ ସମ୍ପୂର୍ଣ୍ଣ ଅନୁପସ୍ଥିତି ମଧ୍ୟରେ ସ୍କାରାମୁସିଙ୍କ ମନ୍ତବ୍ୟ ଆସିଛି। କିଛି ବିବୃତ୍ତି ବ୍ୟତୀତ ମେଲାନିଆ ଏହି ନିର୍ବାଚନ ଠାରୁ ସମ୍ପୂର୍ଣ୍ଣ ଦୂରରେ ରହିଛନ୍ତି।
ଆନ୍ଥୋନି ସ୍କାରାମୁସି, ‘ଦ ମୁଚ’ ଭାବରେ ଜଣାଶୁଣା। ସେ ଜୁଲାଇ ୨୧ରୁ ଜୁଲାଇ ୩୧, ୨୦୧୭ ପର୍ଯ୍ୟନ୍ତ ହ୍ବାଇଟ ହାଉସରେ ଯୋଗାଯୋଗ ଦାୟିତ୍ୱରେ ଥିଲେ। ଏହା ପରେ ରାଷ୍ଟ୍ରପତି ଟ୍ରମ୍ପ ତାଙ୍କୁ ଅବିଶ୍ୱନୀୟତା ଜୁଲାଇ ୩୧ରେ ଚାକିରିରୁ ବରଖାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri