Posted inଜାତୀୟ

ଅସୁନ୍ଦରୀ କହିବାରୁ ସ୍ବାମୀଙ୍କୁ ହାଣିଲେ ସ୍ତ୍ରୀ

ରାୟପୁର, ୨୮।୯: ଛତିଶଗଡ଼ ଦୁର୍ଗ ଜିଲା ଆମଲେଶ୍ୱର ଗ୍ରାମରେ ସଙ୍ଗୀତା ସ୍ବାମୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିଛନ୍ତି। ସଙ୍ଗୀତାଙ୍କ ରଙ୍ଗକୁ ନେଇ ସ୍ବାମୀ ଅନନ୍ତ କଟାକ୍ଷ କରୁଥିଲେ। ଅନେକ ସମୟରେ ତାଙ୍କୁ ଅସୁନ୍ଦରୀ କହିବା ସହ କାଳୀ ବୋଲି ସମ୍ବୋଧନ କରୁଥିଲେ। ସଙ୍ଗୀତାଙ୍କୁ ଅସୁନ୍ଦରୀ କହିବାକୁ ନେଇ ରବିବାର ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ସ୍ତ୍ରୀ ସଙ୍ଗୀତା ରାଗିଯାଇ ଘରେ ଥିବା କୁରାଢ଼ିରେ ଅନନ୍ତଙ୍କ ଯୌନାଙ୍ଗ କାଟି ଦେଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri