ସ୍ତ୍ରୀ ସରପଞ୍ଚ, ସ୍ବାମୀ ହେଲେ ନାଏବ ସରପଞ୍ଚ

ଝାରବନ୍ଧ,୧୨।୩(ଡି.ଏନ.ଏ.): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କୁମୀର ପଞ୍ଚାୟତରେ ସ୍ତ୍ରୀ ସରପଞ୍ଚ ଏବଂ ସ୍ବାମୀ ନାଏବ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ଉକ୍ତ ପଞ୍ଚାୟତରେ ଯମୁନା ସାହୁ ସରପଞ୍ଚ ନିର୍ବାଚିତ ହୋଇଥିବା ବେଳେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନରେ ତାଙ୍କ ସ୍ବାମୀ ଭିକାରୀ ଚରଣ ସାହୁ ନିର୍ବାଚିତ ହୋଇଛନ୍ତି। ଏହି ଦମ୍ପତି ସରପଞ୍ଚ, ନାଏବ ସରପଞ୍ଚ ପଦବୀରେ ରହିବା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଭିକାରୀ ପୂର୍ବରୁ ଉକ୍ତ ପଞ୍ଚାୟତରେ ୩ଥର ସରପଞ୍ଚ ନିର୍ବାଚିତ ହୋଇଥିଲେ। ଗତ ପଞ୍ଚାୟତ ଭୋଟରେ ସରପଞ୍ଚ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ଥିବାରୁ ତାଙ୍କ ସ୍ତ୍ରୀ ନିର୍ବାଚନ ଲଢିଥିଲେ। ଅନ୍ୟପଟେ ଭିକାରୀ ୱାର୍ଡ଼ସଭ୍ୟ ପଦବୀରେ ଲଢ଼ି ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ଗଡ଼ରେ ଭୋକ

ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ତଥା ଦାନଗଦି ଓ ସୁକିନ୍ଦା ବ୍ଲକରେ ଶିଳ୍ପ ଗଢ଼ିଉଠିଲେ ବିକାଶର ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ମୌଳିକ ସମସ୍ୟାର...

ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ...

ଆଶଙ୍କାରେ ପକାଉଛି ଶିକ୍ଷକ ଅଭାବ

ବଇଣ୍ଡା,୫ା୧(ଡି.ଏନ.ଏ.): ମେ’ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ପୂର୍ବରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାର ଆସନ୍ତା ୮...

ସରକାରୀ ଅର୍ଥ ହରିଲୁଟ୍‌ ଅଭିଯୋଗ: ତଦନ୍ତ ଦାବିରେ ଆମରଣ ଅନଶନ

ବରୀ,୨୫ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ଇଶାଣପୁର ପଞ୍ଚାୟତରେ ୨୦୧୭ରୁ ୨୦୨୧ ମସିହା ପର୍ଯ୍ୟନ୍ତ ମନରେଗା ଯୋଜନା, ଚତୁର୍ଦ୍ଦଶ ଓ ଚତୁର୍ଥ ଅର୍ଥ କମିଶନ...

ବିର୍ଲା ଟାୟାର୍ସ ୱାର୍କର୍ସ ୟୁନିଅନ୍‌ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୨୪।୨-ବିର୍ଲା ଟାୟାର୍ସ କାରଖାନାରେ ବିଭିନ୍ନ ଅନିୟମିତତାର ସିବିଆଇ ତଦନ୍ତ ଦାବି କରି ସୋମବାର ୱାର୍କର୍ସ ୟୁନିଅନ୍‌ ପକ୍ଷରୁ ଶତାଧିକ କର୍ମଚାରୀ ବାଲେଶ୍ୱର ସହର...

୫ ଗ୍ୟାରେଜ୍‌ ଖୋଲା ରଖିବାକୁ ଅନୁମତି

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ କଟକ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଗ୍ୟାରେଜ ଗୁଡ଼ିକ ବନ୍ଦ ରହିଛି। ଫଳରେ ରାଜପଥରେ ଚଳାଚଳ କରୁଥିବା...

ସିଟି ହସ୍ପିଟାଲରେ କୋଭିଡ୍‌ ହେଲଥ ସେଣ୍ଟରକୁ ବିରୋଧ

ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସିଟି ହସ୍ପିିଟାଲରେ ଖୋଲା ଯାଇଥିବା ଡେଡିକେଟେଡ୍‌ କୋଭିଡ୍‌ ହେଲଥ ସେଣ୍ଟରକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶନିବାର...

ଭାଇଚାରା ବଞ୍ଚାଇ ରଖିଛି ଚନ୍ଦନ ଯାତ୍ରା

ବଇଣ୍ଡା,୨୪।୫(ଡି.ଏନ.ଏ) ଦୀର୍ଘ ୪୫ ବର୍ଷ ଧରି ଚାଲିଥିବା ବଇଣ୍ଡା ଚନ୍ଦନ ଯାତ୍ରା ଭାଇଚାରା ବଞ୍ଚାଇ ରଖିଛି। ଯେଉଁମାନେ ଏହି ଯାତ୍ରା ଆରମ୍ଭ କରିଥିଲେ ସେମାନଙ୍କ ମଧ୍ୟରୁ...

Advertisement
Archives

Model This Week