Posted inଫୁରସତ

ଟ୍ରେନ୍‌ ପ୍ଲାଟଫର୍ମରେ ସ୍ବାମୀଙ୍କୁ ଚାପୁଡା ପରେ ଚାପୁଡା ମାରି ଚାଲିଲେ ସ୍ତ୍ରୀ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ସାଧାରଣ କଥା। କିନ୍ତୁ ଆଜିକାଲି ଇଣ୍ଟରନେଟରେ ଭାଇରାଲ ହେଉଥିବା ଭିଡିଓରେ ସ୍ବାମୀ-ସ୍ତ୍ରୀ ପରସ୍ପରକୁ କଡ଼ା ଟକ୍କର ଦେଉଥିବାର ନଜର ଆସିଛନ୍ତି। ଏହି ଘଟଣା ଏକ ରେଳ ଷ୍ଟେଶନରେ ଘଟିଛି।
ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଟ୍ରେନ ପ୍ଲାଟଫର୍ମରେ ଏକ ଦମ୍ପତି ଠିଆ ହୋଇଛନ୍ତି। ପ୍ରଥମେ କିଛି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି। ଏହା ପରେ ହଠାତ୍‌ ମହିଳାଙ୍କ କ୍ରୋଧ ଏତେ ବଢିଯାଇଛି ଯେ ସେ ତାଙ୍କ ସ୍ବାମୀଙ୍କୁ ସର୍ବସାଧାରଣରେ ଟାଣି ଆଣି ଚାପୁଡ଼ା ପରେ ଚାପୁଡା ମାରିଛନ୍ତି। ଚାପୁଡ଼ା ମାରିବା ପରେ ସ୍ବାମୀ ମଧ୍ୟ ସ୍ତ୍ରୀଙ୍କ ଉପରେ ନିଜର କ୍ରୋଧ ପ୍ରକାଶ କରିବାକୁ ଚେଷ୍ଟା କରନ୍ତି, କିନ୍ତୁ ତା’ପରେ ମହିଳା ଜଣକ ନିଜର ଶକ୍ତି ପ୍ରଦର୍ଶନ କରି ସ୍ବାମୀଙ୍କ ତଳେ ପକାଇ ଦେଇଥିଲେ। ତଳେ ଫୋପାଡିବା ପରେ ମହିଳା ତାଙ୍କ ସ୍ବାମୀଙ୍କୁ ଆହୁରି ଅନେକ ଥର ଚାପୁଡ଼ା ମାରିଛନ୍ତି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଏହି ଝଗଡା ଦେଖି ଅନେକ ଲୋକ ଏକତ୍ରିତ ହୁଅନ୍ତି। କିନ୍ତୁ ଏଠାରେ ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ ସେମାନଙ୍କ ମଧ୍ୟରେ ଚାଲିଥିବା ଝଗଡାକୁ କେହି ରୋକିବାକୁ ଚେଷ୍ଟା କରିନାହାଁନ୍ତି।

https://twitter.com/2673Bharat/status/1720490952417247540


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri