Posted inଜାତୀୟ

ଆଇସୋଲେଶନରେ ସ୍ତ୍ରୀ, ରାଲିରେ ବ୍ୟସ୍ତ ଅଖିଳେଶ

ନୂଆଦିଲ୍ଲୀ,୨୨।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ତଥା ପୂର୍ବତନ ଏମ୍‌ପି ଡିମ୍ପଲ ଯାଦବ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଏବେ ଆଇସୋଲେଶନରେ ଥିବା ଟୁଇଟ୍‌ କରି ଜଣାଇଛନ୍ତି। ଏପରିକି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ନିଜକୁ କୋଭିଡ୍‌ ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି। ସ୍ତ୍ରୀ କରୋନା ସଂକ୍ରମିତ ହୋଇଥିବା ସତ୍ତ୍ୱେ ଅଖିଳେଶ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ରହିଛନ୍ତି। ଗୁରୁବାର ଆଲିଗଡ଼ଠାରେ ଅନୁଷ୍ଠିତ ହେବାକୁ ଥିବା ରାଲିରେ ତାଙ୍କ ସହ ରାଷ୍ଟ୍ରୀୟ ଲୋକ ଦଳ ନେତା ଜୟନ୍ତ ଚୌଧରୀ ଯୋଗଦେବେ। ଗତ ରବିବାର ଅଖିଳେଶ ଲକ୍ଷ୍ନୌରେ ଏକ ଜନସଭାରେ ଯୋଗଦେଇଥିଲେ। ସୋମବାରଠାରୁ ସେ ପଶ୍ଚିମ ଉତ୍ତରପ୍ରଦେଶରେ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ରହିଛନ୍ତି। ଏପର୍ଯ୍ୟନ୍ତ ଅଖିଳେଶ କୋଭିଡ୍‌ ଟିକା ନେଇନାହାନ୍ତି। ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟିଲେ ସେ ଟିକା ନେବେ ବୋଲି ଗତ ମାସରେ ଏକ ସାକ୍ଷାତ୍‌କାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ର ପ୍ରଭାବ: ଭାରତର ଅଭିବୃଦ୍ଧି ହାର ରହିବ ଶୂନ ପ୍ରତିଶତ; ୨୩୪,୦୦ କୋଟି ଡଲାର କ୍ଷତି ସହିବ ଦେଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି...

୭ ଲୋକ ଜୀଅନ୍ତା ଜଳିଗଲେ

କୋଲକତା,୨୨।୩: ପଶ୍ଚିମବଙ୍ଗର ବୀରଭୂମରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୭ ଜଣଙ୍କୁ ଜୀଅନ୍ତା ପୋଡି ଦିଆଯାଇଛି। ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ହତ୍ୟା ପ୍ରତିଶୋଧରେ...

ପ୍ରଥମ ଥର ପାଇଁ ମହିଳାଙ୍କୁ ଦିଆଯିବ ଫାଶୀ

ଲକ୍ଷ୍ନୌ,୧୭।୨: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ଉତ୍ତରପ୍ରଦେଶର ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି।...

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ...

ଅକ୍ଟୋବର ୧୫ରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁ ପ୍ରାୟ ୬ ମାସ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ହେଲେ ଜରୁରୀ ପରୀକ୍ଷା ପାଇଁ କିଛି...

୨୪ ପରିବାରର କୋଟିଏ ଟଙ୍କା ଚଳୁ

ଭୋପାଳ,୨୬ା୫: ଅତି ଲୋଭ କରି ମଧ୍ୟପ୍ରଦେଶ ସାଗର ଜିଲାର ବୀଣା ଅଞ୍ଚଳର ସବ୍‌-ପୋଷ୍ଟ ଅଫିସ ପୋଷ୍ଟମାଷ୍ଟର ବିଶାଳ ଅହିରଓ୍ବାର ଏବେ ପୋଲିସ ହାଜତରେ। ସେ ୨୪...

ପାଲାନିସାମି ଏଆଇଏଡିଏମ୍‌କେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୭।୧୦: ଆସନ୍ତା ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଏଡିଏମ୍‌କେ ପକ୍ଷରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଇଡାପାଡ୍ଡି କେ. ପାଲାନିସାମିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି।...

ମୁଖ୍ୟମନ୍ତ୍ରୀ ଚନ୍ନିଙ୍କୁ ଟାର୍ଗେଟ୍‌ କଲେ ଶାହା

ଲୁଧିଆନା,୧୩।୨: ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେଇପାରିଲେ ନାହିଁ ସେ କିପରି ପଞ୍ଜାବକୁ ସୁରକ୍ଷିତ ରଖିବେ ବୋଲି ପଞ୍ଜାବର ଲୁଧିଆନା ସହରରେ ରବିବାର ଆୟୋଜିତ ଏକ ରାଲିକୁ ସମ୍ବୋଧିତ...

Advertisement
Archives

Model This Week