ସ୍ବାମୀ ବନ୍ଧୁକ ରଖିଥିବା ପୋଲିସକୁ କହିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ନିୟମିତ ଝଗଡ଼ା ହେଉଥିଲା। ଝଗଡ଼ା ସମୟରେ ସ୍ବାମୀ ବନ୍ଧୁକ ଦେଖାଇ ସ୍ତ୍ରୀଙ୍କୁ ଧମକଚମକ ଦେଉଥିଲେ। ଏଥିରେ ଅତିଷ୍ଠ ହୋଇ ସ୍ତ୍ରୀ ଶେଷରେ ଏନେଇ ପୋଲିସକୁ ଜଣାଇଦେଲେ। ଫଳରେ ବେଆଇନ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ସ୍ବାମୀ ବାସୁଦେବ ସାହୁ(୩୪)ଙ୍କୁ ମଙ୍ଗଳବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।
ସୂଚନା ଅନୁଯାୟୀ, ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିରେ ବାସୁଦେବ ଓ ତାଙ୍କ ସ୍ତ୍ରୀ ଶୁଭଶ୍ରୀ ରହନ୍ତି। ବାସୁଦେବ ଅଧିକାଂଶ ସମୟରେ ଅଧିକ ଯୌତୁକ ଦାବି ସହ ଅନା୍ୟାନ୍ୟ ଶୁଭଶ୍ରୀଙ୍କୁ ମାରପିଟ୍‌ କରନ୍ତି। ଏଥିଯୋଗୁ ପରିବାରରେ ସବୁବେଳେ ଅଶାନ୍ତି ଲାଗିରହେ। ଶୁଭଶ୍ରୀଙ୍କୁ ବାସୁଦେବ ବାଧ୍ୟ କରୁଥିଲେ। ସୋମବାର ଏହି ଦମ୍ପତିଙ୍କ ମଧ୍ୟରେ କଳହ ହୋଇଥିଲା। ବାସୁଦେବ ପାଖରେ ରଖିଥିବା ବନ୍ଧୁକ ଆଣି ଶୁଭଶ୍ରୀଙ୍କୁ ଧମକାଇଥିଲେ। ସେତେବେଳ ଶୁଭଶ୍ରୀ ଭୟରେ ଚୁପ୍‌ ରହିଥିଲେ। ତେବେ ପରେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୨୫ ଆର୍ମସ ଆକ୍ଟ ସହ ଦଫା ୪୯୮-ଏ, ୩୨୩, ୫୦୬, ୩୪ ଆଇପିସି, ୪ ଡିପି ଆକ୍ଟରେ ମାମଲା ନଂ-୩୭୪/୨୧ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ବାସୁଦେବ ବିନା ଲାଇସେନ୍ସରେ ବନ୍ଧୁକ ରଖିଥିବା ତଦନ୍ତରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି କରାଇ ଦେବା ନାଁରେ ୮ଲକ୍ଷ ଠକେଇ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଇଓସିଏଲ୍‌ କମ୍ପାନୀରେ ଚାକିରି କରାଇ ଦେବାକୁ କହି ୮ଲକ୍ଷ ଟଙ୍କା ଠକେଇ ହୋଇଥିବା ଖଣ୍ଡଗିରି ଥାନାରେ ରବିବାର ରାତିରେ ଅଭିଯୋଗ ହୋଇଛି। ଠକେଇର ଶିକାର...

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ...

ରାଜଧାନୀରୁ ୪୮ ନୂଆ ପଜିଟିଭ୍‌ ଚିହ୍ନଟ: ଲକ୍ଷ୍ମୀସାଗର-ଚନ୍ଦ୍ରଶେଖରପୁର ଅଞ୍ଚଳରୁ ସର୍ବାଧିକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ମଙ୍ଗଳବାର ସହରରେ ୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ...

ଭିମ୍‌ସାର ମେଡିକାଲ ପଛପଟୁ ମିଳିଲା ଶିଶୁର ମୁଣ୍ଡବିହୀନ ମୃତଦେହ

ସମ୍ବଲପୁର,୧୧ା୨ (ବ୍ୟୁରୋ): ବୁର୍ଲା ଥାନା ଭିମସାର ମେଡିକାଲର ଯଷ୍ମା ବିଭାଗ ପଛପଟ କେନାଲ ପାର୍ଶ୍ୱରୁ ପୋଲିସ ଏକ ଶିଶୁର ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଥିଲା। ଗୁରୁବାର...

CORONAVIRUS UPDATE: ଆଜି ରାଜ୍ୟରେ ୨୬୪ ଆକ୍ରାନ୍ତ ଚିହ୍ନଟ; ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪କୁ ବୃଦ୍ଧି

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୦ ଲୋକାଲ କେସ୍‌ ରହିଛି।...

ମରାମତି ହେଲାନି ଇନ୍ଦ୍ରଦ୍ୟୁମ୍ନ କଡ଼ ରାସ୍ତା: ପୁଣି ଦବିଲା, ଲୋକେ ଭୟଭୀତ

ପୁରୀ ଅଫିସ, ୨୪ା୯: ପୁଣି ଦବିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ କଡ଼ ରାସ୍ତା। ଗତ ୧୫ ତାରିଖରେ ପୂର୍ବ ପାର୍ଶ୍ୱର ରାସ୍ତା ଭୁଶୁଡି ପଡିଥିଲା। ହେଲେ ଏହାର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦...

ପ୍ଲାଜମା ଦାନ କଲେ ୨ କରୋନା ଯୋଦ୍ଧା: ସାଲ୍ୟୁଟ କଲେ ଗଞ୍ଜାମ ଜିଲାପାଳ, ଏସ୍‌ପି

ଛତ୍ରପୁର, ୩।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ପୁଣି ୨ ଜଣ କରୋନା ଯୋଦ୍ଧା ଗୁରୁବାର ପ୍ଲାଜମା ଦାନ କରିଛନ୍ତି। ସେମାନେ ହେଲେ ଆସିକା ବ୍ଲକର ଆରଡ଼ବ୍ଲ୍ୟୁଏସ୍‌ଏସ୍‌ ଜେଇ...

Advertisement
Archives

Model This Week