Posted inଖେଳ

ଏହି କ୍ରିକେଟର୍‌ଙ୍କ ପାଇଁ ମଡେଲିଂ ଛାଡିଦେଇଥିଲେ ସ୍ତ୍ରୀ: ଜାଣନ୍ତୁ ହୃଦୟଛୁଆଁ ପ୍ରେମହାକାଣୀ ବିଷୟରେ…

ନୂଆଦିଲ୍ଲୀ,୧୨।୫: ଇଂଲଣ୍ଡର କିମ୍ବଦନ୍ତୀ କ୍ରିକେଟ ଖେଳାଳି ଜେମ୍ସ ଆଣ୍ଡରସନ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୨୦ ବର୍ଷର ଚମତ୍କାର କ୍ୟାରିୟର ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଆଣ୍ଡରସନଙ୍କ କାହାଣୀ କେବଳ କ୍ରିକେଟ ମଧ୍ୟରେ ସୀମିତ ନୁହେଁ କିନ୍ତୁ ତାଙ୍କର ପ୍ରେମ କାହାଣୀ ମଧ୍ୟ ବେଶ୍‌ ଆକର୍ଷଣୀୟ।
ଜେମ୍ସ ଆଣ୍ଡରସନ ୨୦୦୬ରେ ମଡେଲ ଡାନିଏଲ ଲୟଡଙ୍କୁ ବିବାହ କରିଥିଲେ। ଦୁହେଁ ପ୍ରଥମେ ୨୦୦୪ରେ ଲଣ୍ଡନର ଏକ ନାଇଟ କ୍ଲବ୍‌ରେ ସାକ୍ଷାତ ହୋଇଥିଲେ। ପ୍ରଥମ ଦେଖାରେ ଉପରେ ପରସ୍ପରର ପ୍ରେମରେ ପଡିଯାଇଥିଲେ। ଦୁଇ ବର୍ଷର ସମ୍ପର୍କ ପରେ ସେମାନେ ବିବାହ କରିଥିଲେ। ବିବାହ ପରେ ଡାନିଏଲ ତାଙ୍କ ମଡେଲିଂ କ୍ୟାରିଅର୍‌ ଛାଡି ସ୍ବାମୀଙ୍କ ସହ ଲଣ୍ଡନକୁ ଚାଲିଗଲେ। ସେ ତାଙ୍କ ପରିବାର ଏବଂ ଦାତବ୍ୟ ସଂସ୍ଥା ପାଇଁ କାର୍ଯ୍ୟ କରନ୍ତ। ଜେମ୍ସ ଆଣ୍ଡରସନ ଏବଂ ଡାନିଏଲଙ୍କର ଦୁଇଟି ଝିଅ ଅଛନ୍ତି।
ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ହେଉଛନ୍ତି ଆଣ୍ଡରସନ। ସେ ୧୮୭ ଟେଷ୍ଟ ମ୍ୟାଚରେ ୭୦୦ ଉଇକେଟ ନେଇଛନ୍ତି। ଟେଷ୍ଟ କ୍ରିକେଟରେ ସର୍ବାଧିକ ମ୍ୟାଚ ଖେଳିଥିବା ଖେଳାଳି ତାଲିକାରେ ସେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏଥିସହ ଟେଷ୍ଟ, ଦିନିକିଆ ଏବଂ ଟି-୨୦ ସମେତ ଗୋଟିଏ ଗ୍ରାଉଣ୍ଡରେ ସର୍ବାଧିକ ଉଇକେଟ୍‌ ନେବାରେ ସେ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri