Posted inଖେଳ

ଏହି କ୍ରିକେଟର୍‌ଙ୍କ ପାଇଁ ମଡେଲିଂ ଛାଡିଦେଇଥିଲେ ସ୍ତ୍ରୀ: ଜାଣନ୍ତୁ ହୃଦୟଛୁଆଁ ପ୍ରେମହାକାଣୀ ବିଷୟରେ…

ନୂଆଦିଲ୍ଲୀ,୧୨।୫: ଇଂଲଣ୍ଡର କିମ୍ବଦନ୍ତୀ କ୍ରିକେଟ ଖେଳାଳି ଜେମ୍ସ ଆଣ୍ଡରସନ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୨୦ ବର୍ଷର ଚମତ୍କାର କ୍ୟାରିୟର ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଆଣ୍ଡରସନଙ୍କ କାହାଣୀ କେବଳ କ୍ରିକେଟ ମଧ୍ୟରେ ସୀମିତ ନୁହେଁ କିନ୍ତୁ ତାଙ୍କର ପ୍ରେମ କାହାଣୀ ମଧ୍ୟ ବେଶ୍‌ ଆକର୍ଷଣୀୟ।
ଜେମ୍ସ ଆଣ୍ଡରସନ ୨୦୦୬ରେ ମଡେଲ ଡାନିଏଲ ଲୟଡଙ୍କୁ ବିବାହ କରିଥିଲେ। ଦୁହେଁ ପ୍ରଥମେ ୨୦୦୪ରେ ଲଣ୍ଡନର ଏକ ନାଇଟ କ୍ଲବ୍‌ରେ ସାକ୍ଷାତ ହୋଇଥିଲେ। ପ୍ରଥମ ଦେଖାରେ ଉପରେ ପରସ୍ପରର ପ୍ରେମରେ ପଡିଯାଇଥିଲେ। ଦୁଇ ବର୍ଷର ସମ୍ପର୍କ ପରେ ସେମାନେ ବିବାହ କରିଥିଲେ। ବିବାହ ପରେ ଡାନିଏଲ ତାଙ୍କ ମଡେଲିଂ କ୍ୟାରିଅର୍‌ ଛାଡି ସ୍ବାମୀଙ୍କ ସହ ଲଣ୍ଡନକୁ ଚାଲିଗଲେ। ସେ ତାଙ୍କ ପରିବାର ଏବଂ ଦାତବ୍ୟ ସଂସ୍ଥା ପାଇଁ କାର୍ଯ୍ୟ କରନ୍ତ। ଜେମ୍ସ ଆଣ୍ଡରସନ ଏବଂ ଡାନିଏଲଙ୍କର ଦୁଇଟି ଝିଅ ଅଛନ୍ତି।
ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ହେଉଛନ୍ତି ଆଣ୍ଡରସନ। ସେ ୧୮୭ ଟେଷ୍ଟ ମ୍ୟାଚରେ ୭୦୦ ଉଇକେଟ ନେଇଛନ୍ତି। ଟେଷ୍ଟ କ୍ରିକେଟରେ ସର୍ବାଧିକ ମ୍ୟାଚ ଖେଳିଥିବା ଖେଳାଳି ତାଲିକାରେ ସେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏଥିସହ ଟେଷ୍ଟ, ଦିନିକିଆ ଏବଂ ଟି-୨୦ ସମେତ ଗୋଟିଏ ଗ୍ରାଉଣ୍ଡରେ ସର୍ବାଧିକ ଉଇକେଟ୍‌ ନେବାରେ ସେ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?