ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ମୃତକ ହେଲେ କମଳିନୀ ପତି। ସେ ସ୍ବାମୀ ବିଜୟ ପତି ଓ ତିନି ଛୋଟ ପିଲାଙ୍କ ସହ ରହୁଥିଲେ। ପରିବାର ଲୋକ ଓ ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ବିଜୟ ମଦ୍ୟପାନ କରି ଘରେ ପାଟିତୁଣ୍ଡ କରିବା ସହ କମଳିନୀଙ୍କ ସହ ମାଡ଼ପିଟ କରୁଥିଲେ।

ମଙ୍ଗଳବାର ବିଳମ୍ବିତ ରାତିରେ ମଧ୍ୟ ବିଜୟ ମଦ୍ୟପାନ କରି ଘରେ ଗଣ୍ଡଗୋଳ କରିବା ସହ କମଳିନୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପରେ ଘର ଭିତରେ କମଳିନୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।ଘଟଣା ପରେ ଘର ଭିତରେ ଭଙ୍ଗା ମଦ ବୋତଲ ଓ କାଚ ଖଣ୍ଡ ପଡ଼ିଥିବା ଦେଖାଯାଇଥିବା ଗ୍ରାମବାସୀ କହିଛନ୍ତି। ଆଜି ସକାଳେ ଗ୍ରାମବାସୀଙ୍କଠାରୁ ଖବର ପାଇ ଚାନ୍ଦବାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ବିଜୟ ପତିଙ୍କୁ ଥାନାକୁ ନେଇ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି। କମଳିନୀଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ, ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାକୁ ନେଇ ପାଇକିରାପୁର ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?