Posted inଜାତୀୟ

ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା

ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ ଯୌତୁକ ପାଇଁ ନିର୍ଯାତନା ଦେଇ ହତ୍ୟା ଓ ମୃତଦେହକୁ ଲୁଚାଇବା ମାମଲା ଚାଲିଛି। ହେଲେ ମୃତ କୁହାଯାଉଥିବା ଝିଅ ପ୍ରେମିକ ପାଖରେ ଥିଲେ। ଶୁକ୍ରବାର ଏହି ଘଟଣା ଉପରୁ ପରଦା ଉଠାଇଛି ସ୍ଥାନୀୟ ପୋଲିସ।

ସୂଚନା ମୁତାବକ, ସୁଲତାନପୁର ବାସୀନ୍ଦା ସନି କୁମାର ୨୦୧୮ ଜୁଲାଇ ୧୦ ତାରିଖରେ ବିବାହ କରିଥିଲେ। ହେଲେ ୨୦୨୦ ଅକ୍ଟୋବର ୩ ତାରିଖରେ ଘର ଛାଡ଼ି ପ୍ରେମିକ ସହ ପଳାଇଥିଲେ ତାଙ୍କ ପତ୍ନୀ। ସେ ନିଖୋଜ ହେବା ପରେ ତାଙ୍କ ବାପା ମା’ ଶାଶୁ ଘର ଲୋକଙ୍କ ଉପରେ ଯୌତୁକ ନିର୍ଯାତନା ଦେଇ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରିବା ପରେ ଝିଅ କାହା ସହ ଫେରାର ହୋଇଯାଇଥିବା ଜାଣିବାକୁ ପାଇଥିଲା।

ଉକ୍ତ ମହିଳା ବଙ୍କା ଘାଟଠାରେ ଅନ୍ୟ ଜଣେ ଯୁବକଙ୍କ ସହ ରହୁଥିବା ସୂଚନା ମିଳିଥିଲା। ଗୁରୁବାର ବିଳମ୍ଭିତ ରାତିରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମହିଳାଙ୍କୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଆସନ୍ତୁ ରଜନୀକାନ୍ତ

ଚେନ୍ନାଇ,୧୦ ।୧: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଅଭିନେତା ରଜନୀକାନ୍ତଙ୍କ ସମର୍ଥକମାନେ ଦାବି କରିଛନ୍ତି ଯେ ରଜନୀକାନ୍ତ ରାଜନୀତିକୁ ଆସନ୍ତୁ । ଏହି ଦାବିରେ ସମର୍ଥକମାନେ...

ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବ ଜିସାଟ୍‌-୧…

ନୂଆଦିଲ୍ଲୀ,୮।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍‌-୧ର ଉତକ୍ଷେପଣ କରିବ। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ...

ଗରିବଙ୍କ ହିତରେ ବଜେଟ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟରେ ଶନିବାର ଉପସ୍ଥାପିତ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ ୪୪% ଲୋକ ଗରିବଙ୍କ ହିତରେ ବୋଲି ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ କରାଯାଇଥିବା ସର୍ଭେରେ କୁହାଯାଇଛି। ଏଥିରେ...

ପୋଲିସ ସାଜିଲା ବରଯାତ୍ରୀ, ଥାନାରେ ବିବାହ କଲେ ପ୍ରେମୀଯୁଗଳ

ଭୋପାଳ,୧।୪: ହୋଶଙ୍ଗାବାଦର ମାଲଓ୍ବା ଥାନା ଅଞ୍ଚଳରେ ଏକ ବିବାହ ଚର୍ଚ୍ଚାରେ ରହିଛି। ଏଠାରେ ପ୍ରେମୀଯୁଗଳ ଥାନାରେ ବିବାହ କରିଛନ୍ତି। ପୋଲିସ ବରଯାତ୍ରୀ ଭାବରେ ଯାଇଥିବା ବେଳେ...

ବାୟୁସେନାରେ ସାମିଲ ହେବ ରାଫାଲ

ନୂଆଦିଲ୍ଲୀ, ୧୦।୯(ପି.ଟି.): ଅତ୍ୟାଧୁନିକ ଲଢ଼ୁଆ ବିମାନ ରାଫାଲ୍‌ ଗୁରୁବାର ବାୟୁସେନାରେ ବିଧିବଦ୍ଧ ଭାବେ ସାମିଲ ହେବ। ଅମ୍ବାଲାସ୍ଥିତ ବାୟୁସେନା ଘାଟିଠାରେ ରାଫାଲ ବିମାନ ଭାରତୀୟ ବାୟୁସେନାର...

ଛାତ୍ରନେତାରୁ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୦ା୬(ପି.ଟି.): ରାଜସ୍ଥାନର ଭାଜପା ଏମ୍‌ପି ଓମ୍‌ ବିର୍ଲା ବୁଧବାର ସପ୍ତଦଶ ଲୋକ ସଭାର ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିର୍ଲାଙ୍କ...

ମହାରାଷ୍ଟ୍ରରେ କ୍ଷମତା ଯୁଦ୍ଧ:ଉଦ୍ଧବ ନେବେ ଚୂଡ଼ାନ୍ତ ନିଷ୍ପତ୍ତି

ମୁମ୍ବାଇ,୧-୧୧:ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମଧ୍ୟରେ କ୍ଷମତା ଲଢ଼େଇ ଜାରି ରହିଛି। ଶିବସେନାର ବରିଷ୍ଠ ନେତା ଏକ୍‌ନାଥ ସିନ୍ଧେ ବୁଧବାର ବିଧାୟକ ଦଳ ନେତା ନିର୍ବାଚିତ...

କଲ୍ୟାଣ ସିଂ ହସ୍ପିଟାଲରେ ଭର୍ତ୍ତି…

ନୂଆଦିଲ୍ଲୀ,୪।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କର ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ...

Advertisement
Archives

Model This Week