ୱିକିଲିକ୍ସର ପ୍ରତିଷ୍ଠାତା ଆସେଞ୍ଜଙ୍କ ଜାମିନ ଖାରଜ

ଲଣ୍ଡନ,୬।୧: ଗୁପ୍ତ ସାମରିକ ଦଲିଲ ପ୍ରକାଶନ ଅଭିଯୋଗର ଜେଲରେ ଥିବା ୱିକିଲିକ୍ସର ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜଙ୍କ ଜାମିନକୁ ବ୍ରିଟେର ଏକ କୋର୍ଟ ବୁଧବାର ଖାରଜ କରିଛନ୍ତି। ବିଚାରପତି ଭେନେସା ବାରାଏସ୍‌ ଆସେଞ୍ଜଙ୍କ ଜାମିନ ନାମଞ୍ଜୁର କରିବା ସହ କାରାଗାରରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ସୋମବାର, ବିଚାରପତି ଆସେଞ୍ଜଙ୍କୁ ଆମେରିକା ପ୍ରତ୍ୟାପ୍ରଣ କରିପାରିବ ନାହିଁ ବୋଲି ନିଷ୍ପତ୍ତି ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ପ୍ରତିଷେଧକ ଟୀକା କରିବ ବିକ୍ରି !

ବେଜିଂ,୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି।...

ଚାଇନାର କରୋନା ଭ୍ୟାକ୍ସିନକୁ ସ୍ଥଗିତ ରଖିଲା ଶ୍ରୀଲଙ୍କା, ଏବେ ନେବ ଭାରତର ଭ୍ୟାକ୍ସିନ

କଲମ୍ବୋ,୨୭ ।୨: ଶ୍ରୀଲଙ୍କା ଚାଇନାର କୋଭିଡ-୧୯ ଭ୍ୟାକ୍ସିନ ସାଇନୋଫାର୍ମ ବ୍ୟବହାର କରିବ ନାହିଁ ବୋଲି ଜଣାପଡିଛି । ଏହା ବଦଳରେ ସେ ଭାରତର ଭ୍ୟାକ୍ସିନ ବ୍ୟବହାର...

ହ୍ବାଇଟ୍‌ ହାଉସ୍‌ ନିକଟରେ ବିସ୍ଫୋରଣ: ଜଣେ ମୃତ, ୫ ଆହତ

ଓ୍ବାଶିଂଟନ୍‌, ୨୦।୯: ଆମେରିକାର ହ୍ବାଇଟ୍‌ ହାଉସ୍‌ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ସମୟ...

ଆଣ୍ଡ୍ରିଆ ମେଜା ହେଲେ ମିସ ୟୁନିଭର୍ସ

ଫ୍ଲୋରିଡା,୧୭।୫: ମିସ ୟୁନିଭର୍ସ ୬୯ତମ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ବିଜେତା ଘୋଷିତ ହୋଇଛି। ମେକ୍ସିକୋର ଆଣ୍ଡ୍ରିଆ ମେଜା ମିସ ୟୁନିଭର୍ସ ୨୦୨୦ ଟାଇଟଲ ଜିତିଛନ୍ତି। ଦ୍ୱିତୀୟ ଏବଂ...

ଏସିଆ ବାହାରେ ପ୍ରଥମ କରୋନା ମୃତ୍ୟୁ

ପ୍ୟାରିସ୍‌,୧୬ା୨(ଏଏଫ୍‌ପି): ଏସିଆ ମହାଦେଶ ବାହାରେ ପ୍ରଥମ କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁ ଫ୍ରାନ୍ସରେ ଘଟିଛି। ଚାଇନାରୁ ଯାଇଥିବା ଜଣେ ୮୦ ବର୍ଷୀୟ ପର୍ଯ୍ୟଟକ ସେଠାରେ ଚିକିତ୍ସାଧୀନ...

କଶ୍ମୀର ପ୍ରସଙ୍ଗ ଅନ୍‌ଲାଇନ୍‌ ଆଲୋଚନାରେ ସାଇବର ଆକ୍ରମଣ: ବାଜିଲା ଶ୍ରୀରାମ-ହନୁମାନଙ୍କ ଭକ୍ତି ସଙ୍ଗୀତ

ଇସଲାମାବାଦ୍‌, ୨୯।୧୦: କଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନରେ ହେଉଥିବା ଏକ ଅନ୍‌ଲାଇନ୍‌ ଆଲୋଚନା ଚକ୍ରକୁ ଭାରତୀୟ ହ୍ୟାକରମାନେ ହ୍ୟାକ୍‌ କରିନେଇଛନ୍ତି। ହଠାତ୍‌ ଆଲୋଚନାରେ ଶ୍ରୀରାମ ଏବଂ...

କରୋନାରୁ ଦୂରେଇ ରଖିବାକୁ ନବଜାତକଙ୍କ ପାଇଁ ରକ୍ଷାକବଚ ତିଆରି କଲା ଥାଇଲାଣ୍ଡ ହସ୍ପିଟାଲ

ବ୍ୟାଂକକ,୧୧।୪: ସାରା ବିଶ୍ୱରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଲକ୍ଷେ ଟପି ଗଲାଣି। ଏହାକୁ...

ପୁଣି ମାଡ଼ି ଆସୁଛି ବିପଦ, ଆରମ୍ଭ ହେଲାଣି ଚତୁର୍ଥ ଲହର…

ଜେନେଭା,୩୧।୭: କରୋନା ମହାମାରୀର ଦ୍ୱିତୀୟ ଲହର ପୃଥିବୀର କେତେକ ଦେଶରେ ଥମି ନ ଥିବାବେଳେ କିଛି ଦେଶରେ ତୃତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ...

Advertisement


Archives

Model This Week