Posted inଜାତୀୟ

ଓ୍ବିକିପେଡିଆ ସମ୍ପୂର୍ଣ୍ଣ ନିର୍ଭରଯୋଗ୍ୟ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯ା୧: ଓ୍ବିକିପେଡିଆ ଭଳି ଅନ୍‌ଲାଇନ୍‌ ସୋର୍ସରୁ ମିଳୁଥିବା ସୂଚନାକୁ ନେଇ ସୁପ୍ରିମକୋର୍ଟ ସନ୍ଦେହ ବ୍ୟକ୍ତ କରିଛନ୍ତି। ଏଭଳି ସ୍ରୋତର ତଥ୍ୟ କ୍ରାଉଡ୍‌ ସୋର୍ସ ଆଧାରିତ, ଯାହାକୁ ୟୁଜର୍ସ ମଧ୍ୟ ଏଡିଟ୍‌ କରିପାରନ୍ତି। ତେଣୁ ବିଭ୍ରାନ୍ତିକର ତଥ୍ୟ ଯୋଗାଣ କରୁଥିବା ଏପରି ସୋର୍ସ ସମ୍ପୂର୍ଣ୍ଣ ରୂପେ ନିର୍ଭରଶୀଳ ନୁହେଁ ବୋଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି।
ସୂର୍ଯ୍ୟ କାନ୍ତ ଏବଂ ବିକ୍ରମ ନାଥଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଜ୍ଞାନ ଆହରଣ କ୍ଷେତ୍ରରେ ସାରା ବିଶ୍ୱରେ ଓ୍ବିକିପେଡିଆ ଭଳି ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମଗୁଡ଼ିକର ଉପଯୋଗିତା ରହିଛି। କିନ୍ତୁ ଆଇନଗତ ବିବାଦ ସମାଧାନରେ ଏହାର ବ୍ୟବହାର କରିବା ବିପଦମୁକ୍ତ ନୁହେଁ ବୋଲି ଏକ ମାମଲାର ରାୟ ଶୁଣାଇବାବେଳେ ଖଣ୍ଡପୀଠ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri