ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା ହାତୀକୁ ଦେଖି ଲୋକେ ହାତ ଯୋଡି ଚାଲିଯା କହି ଚିତ୍କାର କରିଥିଲେ । ପରେ ଦନ୍ତା ବଡପୋଷ ଗ୍ରାମର କ୍ଷେତ୍ର କିଷାନଙ୍କ ଘର ଭାଙ୍ଗି ଚାଉଳ ଖାଇବା ପରେ ନିକଟସ୍ଥ ଗୋଗୁଆ ଜଙ୍ଗଲ ପଟକୁ ଯାଇଥିଲା ।

ସେଠାରେ ରାତି ମଧ୍ୟରେ ଆଉ ଦୁଇଟି ହାତୀ ପହଞ୍ଚିଥିବା ନେଇ ବନ ବିଭାଗ ଟ୍ରାକିଂରୁ ଜଣାପଡିଛି । ଏବେ ସମ୍ପୃକ୍ତ ଜଙ୍ଗଲ ରେ ତିନୋଟି ହାତୀ ରହିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ବନବିଭାଗ ପକ୍ଷରୁ ଲୋକେସନ ଓ ଟ୍ରାକିଂ ଜାରି ରହିଥିବା ସୂଚନା ଦିଆଯାଇଛି । ଖୁବ ଶୀଘ୍ର ଅନ୍ୟତ୍ର ଘଉଡାଇବା ବ୍ୟବସ୍ଥା କରାଯାଉଛି ବୋଲି ବଣାଇଁ ବନାଞ୍ଚଳ ଅଧିକାରୀ ଦେବାଶିଷ ନାଏକ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

ସ୍କୁଟିରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଅଡବା ପୋଲିସ, ବ୍ୟାଗରୁ ମିଳିଲା

ମୋହନା,୧୭।୯(ମନ୍ମଥ ମିଶ୍ର): ସ୍କୁଟିରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ । ପୋଲିସ ଚେକିଂ ବେଳେ ଧରାପଡ଼ିଲା ଚାଲାଣକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଏବେଠୁ ସତର୍କ ରୁହନ୍ତୁ ୩ ରାଶି: ଡିସେମ୍ବର ଯାଏ କଲବଲ କରିବେ ରାହୁ-କେତୁ, ହାତରୁ ଯିବ ଚାକିରି! ସହିବେ ବଡ଼ କ୍ଷତି

ବୈଦିକ ଜ୍ୟୋତିଷରେ ରାହୁ ଓ କେତୁଙ୍କୁ ଛାୟା ଗ୍ରହ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମତ ଅନୁସାରେ ଏହି ଦୁଇ ଗ୍ରହଙ୍କ ପ୍ରଭାବରେ ଜୀବନରେ ହଠାତ୍‌ ଲାଭ,…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?