ଅଲଜେରିଆ ଜଙ୍ଗଲରେ ଭୟଙ୍କର ନିଆଁ, ୧୦ ସେନା ସମେତ ୨୫ ମୃତ, ୪୯ ଆହତ

ଅଲଜିୟର୍ସ,୨୫।୭: ଅଲଜିରିଆ ଜଙ୍ଗଲରେ ନିଆଁ ଲାଗିବା କାରଣରୁ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୧୦ ସେନା ଯବାନ ରହିଥିବା କୁହାଯାଉଛି। ଏମାନେ ସମସ୍ତେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ। ସୋମବାର ସରକାର ଏହି ସୂଚନା ଦେଇଛନ୍ତି। ଗୃହ ମନ୍ତ୍ରଣାଳୟ ସବିଶେଷ ତଥ୍ୟ ନ ଦେଇ ୧,୫୦୦ ଲୋକଙ୍କୁ ଜଙ୍ଗଲରୁ ଉଦ୍ଧାର କରାଯାଇଛି ବୋଲି କହିଛନ୍ତି। ମନ୍ତ୍ରଣାଳୟ ୧୫ଜଣଙ୍କର ମୃତ୍ୟୁ ଏବଂ ୨୪ ଆହତ ହୋଇଥିବା ଘୋଷଣା କରିଛି। ଏଥିସହ ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି ଯେ ରାଜଧାନୀ ଆଲଜେର୍ସର ପୂର୍ବରେ ଥିବା ବେନି ଜିଲ୍ଲାର ରିସର୍ଟ ଅଞ୍ଚଳରେ ନିଆଁ ଲିଭାଇବା ବେଳେ ୧୦ଜଣ ସେନାକଙ୍କ ମୃତ୍ୟୁ ଘଟିଛି ଏବଂ ୨୫ ଆହତ ହୋଇଛନ୍ତି। ଏମାନଙ୍କର କେଉଁ ସମୟରେ ମୃତ୍ୟୁ ଘଟିଛି ତାହା ତୁରନ୍ତ ସ୍ପଷ୍ଟ ହୋଇନାହିଁ, କିନ୍ତୁ ନିଆଁ ଅନେକ ଦିନ ଧରି ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?