ନ୍ୟୁ ମେକ୍ସିକୋ ଜଙ୍ଗଲରେ ନିଆଁ, ବିପର୍ଯ୍ୟୟ ଘୋଷଣା କଲେ ବାଇଡେନ

ଲସ୍‌ବେଗସ,୫ା୫: ଆମେରିକା ଇତିହାସରେ ସବୁଠାରୁ ବଡ଼ ଜଙ୍ଗଲରେ ନିଆଁ ଲାଗି ଅନେକ କ୍ଷତି ଘଟିଛି। ଏହାର ଗରମ ପବନରେ ଜୀବଜଗତ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଷ୍ଟ୍ରପତି ଜୋ ବାଇଡେନ ଏହାକୁ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ଅଗ୍ନିକାଣ୍ଡରେ ନଷ୍ଟ ହୋଇଥିବା ଉତ୍ତର ନ୍ୟୁ ମେକ୍ସିକୋର ଦୁର୍ଗମ ଅଞ୍ଚଳରେ ଅଧିକ ସହାୟତା ବର୍ତ୍ତମାନ ପହଞ୍ଚିବ।
ଦକ୍ଷିଣ-ପଶ୍ଚିମ ଆମେରିକାର ନିଉ ମେକ୍ସିକୋର ପାର୍ବତ୍ୟ ଅଞ୍ଚଳରେ ଥିବା ଏହି ବିରାଟ ଜଙ୍ଗଲରେ ନିଆଁ ବ୍ୟାପିଛି। ଏଥିରେ ପ୍ରାୟ ୬୦୦୦ ବାସିନ୍ଦା ୁ ବାହାରକୁ ଚାଲିଯିବାକୁ ବାଧ୍ୟ କରୁଛନ୍ତି। ରାଜ୍ୟପାଳ ମିସେଲ ଲୁଜାନ ଗ୍ରୀଶମ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri