ଶାରିଶୁଆ ଜଙ୍ଗଲରେ ନିଆଁ

ଖଇରା,୧୮।୪(ଡି.ଏନ.ଏ.)- ଶାରିଶୁଆ ପାହାଡର ପାଖାପାଖି ୫୦ବର୍ଗ କି.ମି. ଅଞ୍ଚଳ ଜଙ୍ଗଲରେ ନିଆଁଲାଗି ଗଛପତ୍ର ପୋଡ଼ି ଯାଉଥିବା ପାହାଡ଼ ସଂଲଗ୍ନ ଗ୍ରାମଗୁଡ଼ିକର ଅଧିବାସୀମାନେ ଅଭିଯୋଗ କରିଛନ୍ତି। ୨ଦିନ ଧରି ପାହାଡ଼ ଜଳୁଥିଲେ ହେଁ ବନ ବିଭାଗ ନିଆଁ ଲିଭାଇବା ପାଇଁ କୋଣସୀ ପଦକ୍ଷେପ ନେଉ ନ ଥିବା ବହୁ ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ କୁପାରୀ ଫରେଷ୍ଟର ଯୋଗେଶ୍ୱର ହାଲଦାରଙ୍କୁ ଯୋଗାଯୋଗ କରିବାରେ ନିଆଁ ଲାଗିଥିବା ଅଞ୍ଚଳ ମୟୂରଭଞ୍ଜ ଜିଲା ଅଧୀନରେ ଆସୁଥିବାରୁ ସେମାନେ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri