କାବୁ ହେଉନି ଜଙ୍ଗଲ ନିଆଁ, କାନାଡା ସହର ଖାଲି କରିବାକୁ ନିର୍ଦ୍ଦେଶ

ଓଟାଓ୍ବା,୧୮ା୮: ଜଙ୍ଗଲରେ ବ୍ୟାପିଥିବା ନିଆଁ ଥମିବାର ନାଁ ନେଉନି। ଏହି ନିଆଁ ବର୍ତ୍ତମାନ କାନାଡାର ଉତ୍ତର-ପଶ୍ଚିମ ଅଞ୍ଚଳର ରାଜଧାନୀ ଆଡ଼କୁୁ ଗତି କରୁଛି। ବନ୍ୟପ୍ରାଣୀ ଭୟରେ ହଜାର ହଜାର ବାସିନ୍ଦା କାନାଡାର ଉତ୍ତର-ପଶ୍ଚିମ ଅଞ୍ଚଳର ରାଜଧାନୀ ଛାଡ଼ି ପଳାଇଛନ୍ତି। କେତେକ ନିରାପତ୍ତା ପାଇଁ ଶହ ଶହ ମାଇଲ ଚାଲି ଚାଲି ପଳାଇଛନ୍ତି। ଅନ୍ୟମାନେ ଜରୁରୀକାଳିନ ବିମାନ ପାଇଁ ଲମ୍ବା ଲାଇନରେ ଅପେକ୍ଷା କରିଥିଲେ। ଅଗ୍ନି ସୂଚନା ଅଧିକାରୀ ମାଇକ ଓ୍ବେଷ୍ଟଓ୍ବିକ୍‌ କହିଛନ୍ତି, ପ୍ରବଳ ପବନ ଦ୍ୱାରା ନିଆଁ ଚାରିଆଡ଼କୁ ବ୍ୟାପିଯାଉଛି। ଫଳରେ କାନାଡା ସହର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri