ଗାଁ ମୁହାଁ ବନ୍ୟଜନ୍ତୁ: ବଗିଚାକୁ ପଶି ଆସିଲା ହରିଣ

ପାଟଣା,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ା ସାଉଥ୍‌ ବିଟ ତାଳପଦା ଗ୍ରାମ ପ୍ରଧାନସାହିର ଜଣଙ୍କ ବଗିଚାରୁ ରବିବାର ସକାଳୁ ଏକ ମାଈ ହରିଣ ଛୁଆ ଉଦ୍ଧାର ହୋଇଛି। ଗ୍ରାମର ରାଇଚରଣ ମହାନ୍ତଙ୍କ ବଗିଚାକୁ ହରିଣଟି ପଶି ଆସିଥିଲା। ହରିଣଟିକୁ ରାଇଚରଣ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ହରିଣଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ରେଞ୍ଜର ପବିତ୍ର ମୋହନ ନାଏକଙ୍କ ସୂଚନା ଅନୁଯାୟୀ, ହରିଣଟିକୁ ଶିମିଳିପାଳ ସଂଲଗ୍ନ ଡିସିପୁର ସଂରକ୍ଷିତ ଜଙ୍ଗଲରେ ଛାଡି ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?