କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଟାର୍ଗେଟରେ ବନ୍ୟପ୍ରାଣୀ ମାଫିଆ

ଭୁବନେଶ୍ବର,୮।୧୨(ବ୍ୟୁରୋ): ଏବେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଟାର୍ଗେଟରେ ବନ୍ୟପ୍ରାଣୀ ମାଫିଆ । ବାଘ, ହାତୀ ଦାନ୍ତ ପାଇଁ ବନ୍ୟପ୍ରାଣୀ ଶିକାର କରୁଥିବା ଶିକାରୀ, ମିଡିଲମ୍ୟାନ ଓ ମାଫିଆମାନଙ୍କ ମୋଷ୍ଟ ୱାଣ୍ଟେଡ଼ ତାଲିକା ପ୍ରସ୍ତୁତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ। ନିର୍ଦ୍ଦିଷ୍ଟ କିଛି ବନ୍ୟପ୍ରାଣୀ ମାଫିଆଙ୍କ ତାଲିକା ତିଆରି ହୋଇଥିବା ଏସ୍‌ଟିଏଫ ଏସ୍‌ପି ତେଜରାଜ ପଟେଲ ସୂଚନା ଦେଇଛନ୍ତି । ବୁଧବାର ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଗୁଡଭେଲା ଗାଁରେ ଏସ୍‌ଟିଏଫ ଚଢ଼ାଉ କରିଥିଲା । ଏସ୍‌ଟିଏଫ ଦ୍ବାରା ବିପୁଳ ବାଗ ନାମକ ଯୁବକ ଅଟକ । ବିପୁଳଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ...

୧୮ ଜିଲାରୁ ୧୪୧ ପଜିଟିଭ୍‌: ୧୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ, ୩୧ ଲୋକାଲ କେସ୍‌; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ନୂଆ କରୋନା ପଜିଟିଭ୍‌ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୭ ଆକ୍ରାନ୍ତ ରହିଛନ୍ତି।...

ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା

ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟି (ଆରସିଏସ୍‌)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧...

ଦୁବାଇରୁ ଆସୁଥିଲା ଟଙ୍କା

କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି।...

ଦୁବାଇରୁ ଫେରିଲେ ୧୫୧ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଗୁରୁବାର ରାତିରେ ଦୁବାଇରୁ ପ୍ରବାସୀ ଓଡ଼ିଆଙ୍କୁ ଆଣି ଏକ ଅନ୍ତର୍ଜାତୀୟ ବିମାନ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛି।...

୧୨ ମାସ ହେଲା ବୃଦ୍ଧାଙ୍କୁ ମିଳୁନି ଭତ୍ତା, ରାଶନ ସାମଗ୍ରୀ

ନୂଆଗାଁ, ୧୨ା୨ (ଡି.ଏନ.ଏ.) : ଦାରିଦ୍ର୍ୟର ସୀମାରେଖା ତଳେ ରହୁଥିବା ଗରିବ ଲୋକଙ୍କୁ ଖାଦ୍ୟ ଦେବାକୁ ୫ କେଜି ରାଶନ ଯୋଗାଇ ଦେଉଛନ୍ତି। ସେହିପରି ବାର୍ଦ୍ଧକ୍ୟ...

ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର

ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର...

ନାଳ ନିକଟରେ ପଡ଼ିଛି ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ: ପରିଚୟ ଖୋଜୁଛି ବନ୍ଧମୁଣ୍ଡା ପୋଲିସ

ରାଉରକେଲା ଅଫିସ, ୧୯।୧୨: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ପ୍ରେମନଗର ନାଳ ନିକଟରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ମୃତଦେହ ନିକଟରେ ରକ୍ତ...

Advertisement
Archives

Model This Week