୫୦୦ ଶହ ଟଙ୍କିଆ ନୋଟ ବନ୍ଦ ହେବ କି ? ସ୍ପଷ୍ଟୀକରଣ ଦେଲେ ସରକାର…

ନୂଆଦିଲ୍ଲୀ,୨୫।୭ : ନୂତନ ୨୦୦୦ ଟଙ୍କିଆ ନୋଟ ଉପରେ ପ୍ରତିବନ୍ଧକ ଲଗାଯିବା ପରେ ଲୋକଙ୍କ ମନରେ ଏକ ଭୟ ରହିଛି ସରକାର ମଧ୍ୟ ୫୦୦ ଟଙ୍କିଆ ନୋଟକୁ ପ୍ରଚଳନରୁ ପ୍ରତ୍ୟାହାର କରି ନେଇପାରନ୍ତି। ଏବେ ସରକାର ଏହାର ଉତ୍ତର ଦେଇଛନ୍ତି। ଏହା ସହିତ ସରକାର ୧୦୦୦ ଟଙ୍କିଆ ନୋଟକୁ ପୁଣି ଚାଲୁ କରିବାର ଯୋଜନା ଉପରେ ମଧ୍ୟ ସ୍ପଷ୍ଟୀକରଣ ଦେଇଛନ୍ତି।

ମୌସୁମୀ ଅଧିବେଶନରେ ଅର୍ଥ ମନ୍ତ୍ରଣାଳୟକୁ ଏନେଇ ପ୍ରଶ୍ନ ପଚରାଯାଇଥିଲା। ଏହାର ଜବାବରେ ଅର୍ଥ ମନ୍ତ୍ରଣାଳୟ ୫୦୦ ନୋଟକୁ ବିମୁଦ୍ରୀକରଣ କରିବାକୁ ମନା କରିଦେଇଛି। ଏହା ସହିତ ମନ୍ତ୍ରଣାଳୟ ପକ୍ଷରୁ ୧୦୦୦ ଟଙ୍କିଆ ନୋଟର ପୁଣି ପ୍ରଚଳନ ଖବରକୁ ପ୍ରତ୍ୟାଖ୍ୟାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri