Posted inଜାତୀୟ

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP) । ଏହି ବିକ୍ଷୋଭ ପୂର୍ବରୁ ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ବୟାନ ଚର୍ଚ୍ଚାରେ ରହିଛି ।

ଏକ ସାକ୍ଷାତକାରରେ ୱାଙ୍ଗଚୁକଙ୍କୁ ପଚରାଯାଇଥିଲା ଯେ, CJPର ପ୍ରତିଷ୍ଠାତା ଅଭିଜିତ ଦୀପକେ କ’ଣ ଏକାକୀ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିପାରିବେ ? ଏହାର ଉତ୍ତରରେ ୱାଙ୍ଗଚୁକ କହିଥିଲେ, ଏଭଳି ପ୍ରଶ୍ନ ହେବା ଉଚିତ ନୁହେଁ ଯେକୌଣସି ବ୍ୟକ୍ତି ଏକାକୀ କିଛି କରିବେ କି ନାହିଁ। ୱାଙ୍ଗଚୁକଙ୍କ କହିବା ଅନୁସାରେ, ଯଦି କୌଣସି ବିଷୟରେ ନୈତିକ ଶକ୍ତି ରହିଛି, ତେବେ ସମସ୍ତେ ମିଳିତ ଭାବେ ଆଗକୁ ଆସିବା ଉଚିତ । କିଏ ଆସିବେ ଓ କିଏ ଆସିବେ ନାହିଁ, ଏହା ପ୍ରଶ୍ନ ହେବା ଉଚିତ ନୁହେଁ ବୋଲି ସେ ମତ ଦେଇଥିଲେ।

ସେ ଆହୁରି କହିଥିଲେ, ଯେତେବେଳେ କିଛି ଭୁଲ ଘଟେ, ସେତେବେଳେ ଠିକ୍ ଚିନ୍ତାଧାରା ରଖୁଥିବା ଲୋକମାନେ ଏକାଠି ହୋଇ ସେଥିରେ ସୁଧାର ଆଣିବା ପାଇଁ ଆଗକୁ ଆସିବା ଦରକାର । CJPର ଆନ୍ଦୋଳନ ସହ ଜଡ଼ିତ ପ୍ରସଙ୍ଗ ଏବଂ ବିରୋଧୀ ଦଳଗୁଡ଼ିକର ଭୂମିକାକୁ ନେଇ ମଧ୍ୟ ସୋନମ ୱାଙ୍ଗଚୁକ ଆଲୋଚନା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?