ଦ୍ୱିତୀୟ ବିବାହ କରିବେ କି ଐଶ୍ୱର୍ଯ୍ୟା

ସୁପରଷ୍ଟାର ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ଖୁବ୍‌ଶୀଘ୍ର ଦ୍ୱିତୀୟ ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ନିକଟରେ ତାଙ୍କୁ ଜଣେ ହିରୋଙ୍କ ସହ ଏକ ରିସୋର୍ଟରେ ଦେଖାଯାଇଥିଲା। ଏହାପରେ ସେ ଦ୍ୱିତୀୟ ବିବାହ କରିବେ ବୋଲି କୁହାଯାଉଛି। କିନ୍ତୁ ତାଙ୍କ ନିକଟତମ ବନ୍ଧୁ ଏଭଳି ଖବରକୁ ଖଣ୍ଡନ କରିଛନ୍ତି।
୧୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଧନୁଷ ଏବଂ ଐଶ୍ୱର୍ଯ୍ୟା ୨୦୨୨ରେ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ତଥାପି ସେମାନେ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ଛାଡପତ୍ର କରିନାହାଁନ୍ତି। ଐଶ୍ୱର୍ଯ୍ୟା ଏବଂ ଧନୁଷ ୨୦୦୪ରେ ବିବାହ କରିଥିଲେ। ଉଭୟ ବିବାହ ପରେ ଦୁଇ ପୁଅର ମାତାପିତା। ଐଶ୍ୱର୍ଯ୍ୟା ଫିଲ୍ମ ‘ଲାଲ ସଲାମ’ରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମର ନିର୍ଦ୍ଦେଶନା ତାଙ୍କ ପିତା ରଜନୀକାନ୍ତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri