Posted inଜାତୀୟ

କୋଭିଡ୍‌ ଗାଇଡଲାଇନ ନ ମାନିଲେ ବନ୍ଦ ହେବ ନିର୍ବାଚନୀ ରାଲି

ନୂଆଦିଲ୍ଲୀ, ୧୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନର୍ବାଚନ ପ୍ରଚାର ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ଆଦି ଗାଇଡଲାଇନ ପାଳନ କରିବାକୁ ନିର୍ବାଚନ କମିଶନ ଷ୍ଟାର ପ୍ରଚାରକ ଓ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ପାଳନ ନ ହେଲେ ନିର୍ବାଚନୀ ରାଲି ବନ୍ଦ କରିବାକୁ ଇସି କହିଛନ୍ତି। ଗତବର୍ଷ ନିର୍ବାଚନ କମିଶନଙ୍କ ପକ୍ଷରୁ କୋଭିଡ୍‌ ଗାଇଡଲାଇନ ଜାରି କରାଯାଇଥିଲା। ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ନେତାମାନଙ୍କୁ ପତ୍ର ଲେଖି ଇସି ଜଣାଇଦେଇଛନ୍ତି। ନିର୍ବାଚନୀ ସଭା ଓ ପ୍ରଚାର ବେଳେ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ ଆଦି ନିୟମ ପାଳନ ହେଉ ନ ଥିବା ଇସିଙ୍କ ନଜରକୁ ଆସିବା ପରେ ଏଭଳି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri