Posted inଖେଳ

ପିଏଙ୍କ ପାଇଁ ପୁଣି ଟାର୍ଗେଟରେ ଗମ୍ଭୀର, ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୧: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ପୂର୍ବରୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ ଏବଂ ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ଯୋଗୁ ଗମ୍ଭୀର ପୂର୍ବରୁ ଚାପରେ ଅଛନ୍ତି। ଏବେ ତାଙ୍କ ପର୍ସନାଲ ଆସିଷ୍ଟାଣ୍ଡ ଯୋଗୁ ତାଙ୍କର ସମସ୍ୟା ଆହୁରି ବଢ଼ିପାରେ। ରିପୋର୍ଟ ଅନୁସାରେ, ଗମ୍ଭୀରଙ୍କ ପିଏ ସବୁଠି ଦଳ ସହିତ ଉପସ୍ଥିତ ରହିବାକୁ ନେଇ ବିସିସିଆଇ ଅଧିକାରୀମାନେ ଖପ୍ପା ହୋଇଯାଇଛନ୍ତି। ଯାହା ପରେ ଏବେ ତାଙ୍କ ପିଏ ଉପରେ କାର୍ଯ୍ୟାନୁଷ୍ଠାନ ଖଣ୍ଡା ଝୁଲୁଛି।

ବିସିସିଆଇର ଜଣେ ଅଧିକାରୀ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି ଯେ ଚୟନକର୍ତ୍ତାଙ୍କ କାର୍‌ରେ ଗୌତମ ଗମ୍ଭୀରଙ୍କ ପିଏ ଦେଖାଯାଇଥିଲେ। ଅଧିକାରୀ ଜଣକ ଏହା ଉପରେ ଅସନ୍ତୋଷ ପ୍ରକାଶ କରି କହିଛନ୍ତି, ଚୟନକର୍ତ୍ତାଙ୍କ ପିଏ କାହିଁକି ସେମାନଙ୍କ ଗାଡ଼ିରେ ବସିଥିଲେ? ତୃତୀୟ ବ୍ୟକ୍ତି ଉପସ୍ଥିତ ଥିବାବେଳେ ଚୟନକର୍ତ୍ତାମାନେ ସେମାନଙ୍କ ବିଷୟରେ ବ୍ୟକ୍ତିଗତ ଭାବରେ ଆଲୋଚନା ମଧ୍ୟ କରିପାରିବେ ନାହିଁ। ସେମାନଙ୍କୁ ଆଡିଲେଡରେ ବିସିସିଆଇ ହସ୍ପିଟାଲିଟି ବାକ୍ସରେ କାହିଁକି ସ୍ଥାନ ଦିଆଗଲା ବୋଲି ଅଧିକାରୀ ଜଣକ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri