ଆରୁରି ୫ ଦିନ ଯାଏ ଗୁଳୁଗୁଳି

ଭୁବନେଶ୍ବର,୧୮।୫(ବ୍ୟୁରୋ): ତାତିରୁ ନିସ୍ତାର ନାହିଁ । ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।
ଆଭ୍ୟନ୍ତରୀଣ ଓଡିଶାର କିଛି କିଛି ସ୍ଥାନରେ ଦିନ ତାପମାତ୍ରା ୪୨ ଡ଼ିଗ୍ରୀ କିମ୍ବା ଅଧିକ ରହିବା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri