Posted inଖେଳ

ଦିଲ୍ଲୀ ବିପକ୍ଷ ମ୍ୟାଚ ପୂର୍ବରୁ ଟିମ୍‌କୁ ଫେରିବେ ବେନ ଷ୍ଟୋକ୍ସ? ବ୍ୟାଟିଂ କୋଚ୍‌ ଦେଲେ ସୂଚନା…

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୩ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)ମଧ୍ୟ ଖେଳାଯିବ। ତେବେ ମ୍ୟାଚ ପୂର୍ବରୁ ସିଏସ୍‌କେର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କ ବିଷୟରେ ଏକ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। କୁହାଯାଉଛି କି, ବେନ ଷ୍ଟୋକ୍ସ ଦିଲ୍ଲୀ ବିପକ୍ଷ ମ୍ୟାଚରେ ଟିମ୍‌କୁ ଫେରିପାରନ୍ତି। ବେନ ଷ୍ଟୋକ୍ସଙ୍କ ଫିଟନେସ ବିଷୟରେ ଚେନ୍ନାଇ ସୁପର କିଙ୍ଗ୍ସର ବ୍ୟାଟିଂ କୋଚ୍‌ ମାଇକେଲ ହୁସେ କହିଛନ୍ତି , ଷ୍ଟୋକ୍ସ ବର୍ତ୍ତମାନ ଫିଟ ଅଛନ୍ତି। ସେ ଆହତ ଯୋଗୁ ଆଇପିଏଲରୁ ଦୂରେଇ ରହିଥିଲେ।

ଷ୍ଟୋକ୍ସ ଏ ପର୍ଯ୍ୟନ୍ତ ଆଇପିଏଲରେ ମାତ୍ର ୨ ଟି ମ୍ୟାଚ ଖେଳିଛନ୍ତି, ଯେଉଁଥିରେ ତାଙ୍କର ପ୍ରଦର୍ଶନ ଭଲ ନ ଥିଲା। ୨ ଟି ମ୍ୟାଚରେ ମାତ୍ର ୧୫ ରନ ସଂଗ୍ରହ କରିଛନ୍ତି। ଗତ ଡିସେମ୍ବରରେ ହୋଇଥିବା ଆଇପିଏଲ ନିଲାମିରେ ୪ଥର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ତାଙ୍କୁ ୧୬.୨୫ କୋଟି ଟଙ୍କା ବିନିମୟରେ କ୍ରୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri