ରାଷ୍ଟ୍ରପତି ହେବା ପାଇଁ ଲଢ଼େଇ ଜାରି ରଖିବି: ନିକି ହାଲ

ଓ୍ବାଶିଂଟନ,୧୬।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅଧୀନରେ ରିପବ୍ଲିକାନ ଦଳର ଉପରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ନିମନ୍ତେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନ୍ୟତମ ରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ଆଶାୟୀ ନିକି ହାଲି ଏବଂ ବିବେକ ରାମସ୍ବାମୀ ଆଗ୍ରହୀ ନ ଥିବା ଜଣାପଡ଼ିଛି।

ନିକି ପରବର୍ତ୍ତୀ ରାଷ୍ଟ୍ରପତି ହେବା ପାଇଁ ଲଢ଼େଇ ଜାରି ରଖିବେ ଏବଂ ସେ ବିଜୟୀ ହେବାକୁ ହକ୍‌ଦାର ବୋଲି କହିଛନ୍ତି। ସେହିପରି ଅନ୍ୟତମ ରାଷ୍ଟ୍ରପତି ଆଶାୟୀ ପ୍ରାର୍ଥୀ ରାମସ୍ବାମୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଟ୍ରମ୍ପ୍‌ ନିଜ ସାଙ୍ଗରେ ରଖିବା ଖବରକୁ ତାଙ୍କ ଉପଦେଷ୍ଟା ଖଣ୍ଡନ କରିଛନ୍ତି। ଭାରତୀୟ ଆମେରିକୀୟ ଆଶାୟୀ ପ୍ରାର୍ଥୀ ରାମସ୍ବାମୀଙ୍କୁ ଟ୍ରମ୍ପ୍‌ ସର୍ବସାଧାରଣରେ ସମାଲୋଚନା କରିଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri