Posted inଜାତୀୟ

ଜାହାଜ ଉପରେ ଡ୍ରୋନ୍ ଆକ୍ରମଣ ଘଟଣା, ରକ୍ଷାମନ୍ତ୍ରୀ କହିଲେ- ‘ଗଭୀର ସମୁଦ୍ରରୁ ସେମାନଙ୍କୁ ଖୋଜି ବାହାର କରିବୁ’

ଓ୍ବାଶିଂଟନ,୨୪ା୧୨: ଆରବ ସଗାରର ତୈଳ ପରିବହନ କରୁଥିବା ଜାହାଜ ଉପରେ ଡ୍ରୋନ୍ ଆକ୍ରମଣ ଘଟଣାରେ ବଡ଼ ବୟାନ ଦେଇଛନ୍ତି ରକ୍ଷାମନ୍ତ୍ରୀ ରାଜନାଥ ସିଂହ। ମଙ୍ଗଳବାର ‘ଆଇଏନଏସ ଇମ୍ଫାଲ’ ଲଞ୍ଚ ଅବସରରେ ସେ ଏହା କହିଛନ୍ତି।

ଭାରତ ସରକାର ଏହି ମାମଲାକୁ ଗୁରୁତର ସହ ନେଇଛନ୍ତି। ଘଟଣା ପରେ ଭାରତୀୟ ନୌସେନା ଏହାର ସର୍ଭିଲାନ୍ସ ବଢ଼ାଇଦେଇଛି। ଏହା ପଛରେ ଥିବା ଅଭିଯୁକ୍ତଙ୍କୁ ଗଭୀର ସମୁଦ୍ରରୁ ଖୋଜି ଦଣ୍ଡିତ କରିବୁ। ସମଗ୍ର ଭାରତ ମହାସାଗରରେ ସୁରକ୍ଷା ଯୋଗାଇବା ପାଇଁ ଭାରତ ଆଗରେ ରହିଛି। ଏହା ସହିତ ସାମୁଦ୍ରିକ କାରବାରକୁ ସୁରକ୍ଷା ଯୋଗାଇବା ପାଇଁ ଭାରତ ଏହାର ମିତ୍ର ରାଷ୍ଟ୍ର ମାନଙ୍କ ସହିତ ଏହି ଦିଗେ ମଧ୍ୟ କାର୍ଯ୍ୟ କରୁଛି।

ଏହି ଆକ୍ରମଣ – ଭାରତର ପଶ୍ଚିମ ଉପକୂଳରୁ ୪୦୦ କିଲୋମିଟର ଦୂରରେ ଘଟିଥିଲା।ଯାହା ୟେମେନରେ ଇରାନ ସମର୍ଥିତ ହୁତି ବିଦ୍ରୋହୀମାନଙ୍କ ଦ୍ୱାରା କରାଯାଇଥିବା ଅନେକ ଆକ୍ରମଣ ମଧ୍ୟରୁ ଗୋଟିଏ ଥିଲା, ଯେଉଁମାନେ ଇସ୍ରାଏଲ-ଗାଜା ଯୁଦ୍ଧ ମଧ୍ୟରେ ଲୋହିତ ସାଗରର ପରିବହନ ପଥକୁ ଟାର୍ଗେଟ କରିଥିଲେ।

ରବିବାର ଏମଭି କେମ ପ୍ଲୁଟୋନ ନାମକ ଏକ ଅଏଲ ଟ୍ୟାଙ୍କର ସାଉଦି ଆରବର ଏକ ବନ୍ଦରରୁ କର୍ଣ୍ଣାଟକର ମାଙ୍ଗାଲୁରୁ ଅଭିମୁଖେ ଯାତ୍ରା କରିବା ସମୟରେ ଡ୍ରୋନ୍ ଷ୍ଟ୍ରାଇକ୍ରେ ବିମାନରେ ନିଆଁ ଲାଗି ଯାଇଥିଲା। ଯାହାକୁ ନେଇ ଭାରତ ସମେତ ବିଭିନ୍ନ ସତର୍କ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri