ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏନେଇ ସେ କହିଛନ୍ତି, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ। ଗିରୀଶ ମୁର୍ମୁଙ୍କ ନାଁ ଚର୍ଚ୍ଚାରେ ଥିବା ପ୍ରସଙ୍ଗରେ ତୋମାର କହିଛନ୍ତି, ମୋ ଜାଣିବାରେ ସେଭଳି କିଛି ନାହିଁ।
ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri