Posted inଜାତୀୟ

ପରିବାରରୁ ଜଣକୁ ଚାକିରି: ଯୋଗୀ

ଲକ୍ଷ୍ନୌ,୪।୮: ଉତ୍ତରପ୍ରଦେଶରେ ପ୍ରତି ପରିବାରରୁ ଅନୂ୍ୟନ ଜଣକୁ ନିଶ୍ଚୟ ସରକାରୀ ଚାକିରି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଏକ ଦକ୍ଷତା ମ୍ୟାପିଙ୍ଗ୍‌ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ଯେଉଁ ପରିବାରରୁ କେହି ନିଯୁକ୍ତି ପାଇନାହାନ୍ତି, ତାହାର ଏକ ତାଲିକା ପ୍ରସ୍ତୁତ କରାଯିବ। ସେହି ପରିବାରର ସଦସ୍ୟମାନଙ୍କୁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ କରାଯିବ ଏବଂ ଅନୂ୍ୟନ ଜଣଙ୍କୁ ଚାକିରି ଦିଆଯିବ ବୋଲି ଏକ ନିଯୁକ୍ତି ମେଳାରେ ଉଦ୍‌ବୋଧନ ଦେଇ ଆଦିତ୍ୟନାଥ କହିଛନ୍ତି। ଆବଶ୍ୟକତା ଅନୁଯାୟୀ ସେମାନଙ୍କୁ ତାଲିମ ଦିଆଯାଇ ନିଯୁକ୍ତି କିମ୍ବା ଆତ୍ମନିଯୁକ୍ତିରେ ସାମିଲ କରାଯିବ। ରାଜ୍ୟର କୌଣସି ପରିବାର ନିଯୁକ୍ତିରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri