Posted inଜାତୀୟ

ଦିଲ୍ଲୀ ଯାଇ ମୋଦିଙ୍କୁ ଭେଟିବି: ସଞ୍ଜୟ

ନୂଆଦିଲ୍ଲୀ,୧୦।୧୧: ପତ୍ରା ଚଲ ଦୁର୍ନୀତି ମାମଲାରେ ଶିବସେନା ନେତା ସଞ୍ଚୟ ରାଉତ ତିନି ମାସ ପରେ ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ଜେଲ୍‌ରୁ ମୁକୁଳିବାର ଦିନକ ପରେ ସେ ଗଣମାଧ୍ୟମରେ ନିଜ ମତ ରଖିଛନ୍ତି। ସେ ନ୍ୟାୟପାଳିକା ଉପରେ ଆସ୍ଥା ପ୍ରକାଶ କରି କହିଛନ୍ତି, ମୁଁ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ମଧ୍ୟ ଭେଟିବି।  ମୋ ସହିତ ଘଟିଥିବା ଘଟଣା ଏବଂ ଏଠାକାର ପରିସ୍ଥିତି ବିଷୟରେ କହିବି। ଏହାସହ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ମଧ୍ୟ ଭେଟିବି। ଯେଉଁମାନେ ମୋ ବିରୋଧରେ ଷଡଯନ୍ତ୍ର ରଚିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯାଉ। ଯଦିଓ ମୋର କାହା ବିରୋଧରେ କୌଣସି ଅଭିଯୋଗ ନାହିଁ। ମୁଁ ମଧ୍ୟ ପୁରା ସିଷ୍ଟମ କିମ୍ବା କୌଣସି କେନ୍ଦ୍ରୀୟ ଏଜେନ୍ସିକୁ ଦାୟୀ କରିବି ନାହିଁ। ମହାରାଷ୍ଟ୍ରରେ ଏକ ନୂତନ ସରକାର ଗଠନ କରାଯାଇଛି। ସରକାର କିଛି ଭଲ ନିଷ୍ପତ୍ତି ନେଇଛନ୍ତି, ମୁଁ ତାହାକୁ କରିବି। ମୁଁ ଆଜି ଉଦ୍ଧବ ଠାକରେ ଏବଂ ଶରଦ ପାୱାରଙ୍କୁ ଭେଟିବି।

ସୂଚନାଯୋଗ୍ୟ, ଅର୍ଥ ହେରଫେର ମାମଲାରେ ପିଏମଏଲଏ କୋର୍ଟ ବୁଧବାର ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ଜାମିନ ପ୍ରଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୋସିଆଲ ମିଡିଆ ଦିବସ, ସୋସିଆଲ ମିଡିଆ ଡିଜିଟାଲ ଯୁଗରେ ଅବିଚ୍ଛେଦ୍ୟ ଅଙ୍ଗ

ବର୍ତ୍ତମାନ ସମୟରେ ସୋସିଆଲ ମିଡିଆର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ୍‌,…

ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆଧାର ଲିଙ୍କ୍‌ ନ କଲେ ପେନ୍‌ସନ୍‌ ନାହିଁ

ଭୁବନେଶ୍ୱର,୩୦।୬(ସୁନିତ୍‌ ମିଶ୍ର): ୨୦୨୬-୨୭ରେ ‘ଏସ୍‌ଏନ୍‌ଏ-ସ୍ପର୍ଶ’ ପ୍ଲାଟଫର୍ମ ଜରିଆରେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏପି) ହିତାଧିକାରୀଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଉଛି। ପୋର୍ଟାଲର ରିପୋର୍ଟ ମୁତାବକ ୩,୩୫,୮୫୦ ଜଣ ହିତାଧିକାରୀ…

ମୋଦିଙ୍କ ନାମ ନେଇ ଭାରତକୁ ସିଧାସଳଖ ଧମକ ଦେଲା ପାକିସ୍ତାନ, କହିଲା ‘ହାତ କାଟିଦେବୁ’, ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୩୦।୬: ସିନ୍ଧୁ ଜଳ ଚୁକ୍ତି ବିବାଦ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତକୁ ଖାଲି ଧମକ ଦେଇଛି। ପାକିସ୍ତାନର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମୁସାଦିକ ମାଲିକ କହିଛନ୍ତି…

ଦ୍ରୁତ ଗତିରେ ଆଗକୁ ବଢୁଛି ମୌସୁମୀ: ଆଗାମୀ ୧୫ଘଣ୍ଟା ମଧ୍ୟରେ ୧୭ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ‘ମହା-ଆଲର୍ଟ’

ନୂଆଦିଲ୍ଲୀ,୩୦।୬: ପ୍ରବଳ ଗରମ ସହ ସଂଘର୍ଷ କରୁଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ପାଣିପାଗ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri