Posted inଜାତୀୟ

ଭାଜପାକୁ ହରାଇବା ପାଇଁ କୋଲକାତା ଗସ୍ତ କରିବେ କୃଷକ ନେତା

ବାଲିଆ(ଉତ୍ତର ପ୍ରଦେଶ), ୧୦।୩ – ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନରେ ଭାଜପାକୁ ହରାଇବା ପାଇଁ ଚଳିତ ସପ୍ତାହରେ କୋଲକାତା ଗସ୍ତ କରିବେ ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାୟତ। ଏ ନେଇ ସେ ବୁଧବାର ଘୋଷଣା କରିଛନ୍ତି। ନିର୍ବାଚନରେ ସେ କୌଣସି ଦଳକୁ ସମର୍ଥନ କରୁ ନାହିଁ। ଆଉ ମୁଁ ଭୋଟ ମାଗିବାକୁ ଯାଉ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଟିକାୟତ।

“ମୁଁ ୧୩ ତାରିଖରେ କୋଲକାତା ଯିବି। କୋଲକାତାରୁ ନିର୍ଣ୍ଣାୟକ ଆନ୍ଦୋଳନ ଆରମ୍ଭ ହେବ। ଆମେ ସେଠାରେ କୃଷକଙ୍କ ସହ କଥା ହେବୁ ଓ ଭାଜପାକୁ ହରାଇବାକୁ କହିବୁ” ବୋଲି ଉତ୍ତର ପ୍ରଦେଶର ବାଲିଆରେ ଆୟୋଜିତ କିଷାନ ମହାପଞ୍ଚାୟତରେ ଯୋଗଦେଇ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ଧ୍ୟାନ କରୁଥିବା ଗୁମ୍ଫାରେ ରହିବାକୁ ଚାହିଁଲେ ଗୋଟିଏ ରାତି ପାଇଁ ଦେବାକୁ ପଡିବ ୯୯୦ଟଙ୍କା

ଡେରାଡୁନ,୨୦।୫: ଗେରୁଆ ବସ୍ତ୍ରପିନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥର ଯେଉଁ ଗୁମ୍ଫାରେ ଧ୍ୟାନ କରୁଥିଲେ ତାହା ଏବେ ବେଶ୍‌ ଚର୍ଚ୍ଚିତ। ଶନିବାର ଏହି ଫଟୋଟି ସୋସିଆଲ...

ସିନ୍ଧେଙ୍କ ଆବେଦନ ଉପରେ ଡେପୁଟି ସ୍ପିକରଙ୍କୁ ନୋଟିସ ପଠାଇଲେ ସୁପ୍ରିମ କୋର୍ଟ, ପରବର୍ତ୍ତି ଶୁଣାଣି ଜୁଲାଇ ୧୧ରେ

ନୂଆଦିଲ୍ଲୀ,୨୭ ।୬: ମହାରାଷ୍ଟ୍ରର ଅସନ୍ତୁଷ୍ଟ ବିଧାୟକ ଏକନାଥ ସିନ୍ଧେଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ପ୍ରାୟତଃ ସମସ୍ତ ପକ୍ଷଙ୍କୁ ନୋଟିସ ଦେଇଛନ୍ତି । ଏହି ନୋଟିସର ଜବାବ...

‘ପାଇଲଟ୍‌ଙ୍କ ଯୋଗୁ ମୁଁ ଆଜି ଜୀବିତ ଅଛି’

କୋଲକାତା,୮।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିମାନ ଶୁକ୍ରବାର ବାରାଣସୀରୁ ଫେରୁଥିବା ବେଳେ ଦୁର୍ଘଟଣାରୁ ରକ୍ଷା ପାଇଛି। ପଶ୍ଚିମବଙ୍ଗ ବିଧାନସଭାରେ ସେ କହିଛନ୍ତି, ହଠାତ୍‌ ତାଙ୍କ...

ମୋଦିଙ୍କ ରଣନୀତିରେ ରାଜସ୍ଥାନ ନିର୍ବାଚନ ଲଢ଼ିବ ଭାଜପା

ଜୟପୁର,୨୧।୫: ଭାଜପା ପାଇଁ ମୋଦି ମ୍ୟାଜିକ୍‌ କାମ କରୁଥିବାରୁ ରାଜସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାବମୂର୍ତ୍ତିରେ ନିର୍ବାଚନ ଲଢ଼ିବାକୁ ଯାଉଛି ଦଳ। ଶନିବାର ଦଳର ରାଜ୍ୟ...

ବରଫରେ ଖାଲକୁ ଖସିଲା କାର୍‌, ଭିଡିଓ ଦେଖିଲେ…

ଶ୍ରୀନଗର,୨୭ା୧୨: ବର୍ତ୍ତମାନ ଦେଶର ଅନେକ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଏହି ସମୟରେ କଶ୍ମୀରର ଚାରିଆଡ଼େ ବରଫ ପଡ଼ିଛି। ଯଦିଓ ଶୀତଋତୁରେ କଶ୍ମୀର ସବୁଠାରୁ...

ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା

ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ  ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି...

ପ୍ରଧାନମନ୍ତ୍ରୀଙ୍କୁ ତେଜସ୍ୱୀ ଯାଦବଙ୍କ ଖୋଲା ଚିଠି

ପାଟନା,୧୩ ।୮: ବିହାର ବିଧାନସଭାରେ ବିରୋଧିଦଳ ନେତା ତେଜସ୍ୱୀ ଯାଦବ ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଖୋଲା ପତ୍ର ଲେଖିଛନ୍ତି...

ସଭରକରଙ୍କ ଫଟୋକୁ ନେଇ ବିବାଦ

ଲକ୍ଷ୍ନୌ, ୨୧।୧: ଉତ୍ତରପ୍ରଦେଶ ବିଧାନ ପରିଷଦର ଫଟୋ ଗ୍ୟାଲେରିରେ ହିନ୍ଦୁ ଆଦର୍ଶବାଦୀ ନେତା ବୀର ସଭରକରଙ୍କ ଫଟୋ ଲଗାଯିବାକୁ ନେଇ ବିବାଦ ଦେଖାଦେଇଛି। ବିଧାନ ପରିଷଦର...

Advertisement
Archives

Model This Week