Posted inଖେଳ

ସେମିଫାଇନାଲରେ ଭାରତ-ଆଫଗାନିସ୍ତାନ ହେବ କି ଭେଟ ?…

ମୁମ୍ବାଇ,୭।୧୧ : ଆଫଗାନିସ୍ତାନ ଅଷ୍ଟ୍ରେଲିଆ ବିରୋଧରେ ଭଲ ପ୍ରଦର୍ଶନ କରିଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷରେ ୧୬ ପଏଣ୍ଟ ସହିତ ରହି ସେମିଫାଇନାଲ ପାଇଁ ଟିକେଟ ପାଇସାରିଛି। ସେହିପରି ଦକ୍ଷିଣ ଆଫ୍ରିକା ୧୨ ପଏଣ୍ଟ ସହିତ ଦ୍ୱିତୀୟ ସ୍ଥାନରେ ରହି ସେମିଫାଇନାଲ ପାଇଁ ଟିକେଟ ହାସଲ କରିଛି। ଏବେ ନମ୍ବର ୩ ଏବଂ ୪ ପାଇଁ ପ୍ରତିଯୋଗିତା ଚାଲିଛି।

ଯଦି ଆଫଗାନିସ୍ତାନ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକାକୁ ପରାଜିତ କରେ ତେବେ ୧୨ ପଏଣ୍ଟ ସହ ରନ ରେଟ ଅନୁସାରେ ୪ ନମ୍ବର ସ୍ଥାନରେ ରହିବ। ଫଳରେ ଶୀର୍ଷରେ ଥିବା ଭାରତ ସହିତ ସେମିଫାଇନାଲରେ ଆଫଗାନିସ୍ତାନର ଭେଟ ହୋଇପାରେ।

ତେବେ ଯଦି ପାକିସ୍ତାନ ଇଂଲଣ୍ଡକୁ ପରାଜିତ କରେ ଏବଂ ନଭେମ୍ବର ୯ରେ ଥିବା ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମ୍ୟାଚରେ ଶ୍ରୀଲଙ୍କା ବିଜୟୀ ହୁଏ ଅବା ସମ୍ଭାବ୍ୟ ବର୍ଷା ଯୋଗୁ ପଏଣ୍ଟ ପାଗ କରାଯାଏ ତେବେ ଯାଇ ପାକିସ୍ତାନ ସହ ଭାରତର ସେମିଫାଇନାଲରେ ଭେଟ ହେବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri