ଭାରତ ଚାମ୍ପିୟନ୍‌ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି, ଖେଳ ମନ୍ତ୍ରୀ କହିଲେ..

ନୂଆଦିଲ୍ଲୀ,୧୭।୧୧:ଆସନ୍ତା ୧୦ ବର୍ଷ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରିଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ। ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଥିବା ପାକିସ୍ତାନ ଏକ ପ୍ରମୁଖ ଆଲୋଚନାର ବିଷୟ ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏହା ଉପରେ ନିଜର ମତାମତ ଦେଇଛନ୍ତି। ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟ ପାଇଁ ‘ମେନ ଇନ ବ୍ଲୁ’ (ଟିମ ଇଣ୍ଡିଆ) ପାକିସ୍ତାନ ଗସ୍ତ କରିବ କି ନାହିଁ ଅନୁରାଗ ଠାକୁର ସେ ନେଇ ସୂଚନା ଦେଇଛନ୍ତି। ବୁଧବାର ଅନୁରାଗ ଠାକୁର କହିଛନ୍ତି ଯେ ଗୃହ ମନ୍ତ୍ରଣାଳୟ ଏହି ନିଷ୍ପତ୍ତିରେ ଜଡିତ ହେବ ଏବଂ ବହୁ ବିଚାରବିମର୍ସ ପରେ ହିଁ ନିଷ୍ପତ୍ତି ନିଆଯିବ। ନିକଟରେ ଅନେକ ଦେଶ ସୁରକ୍ଷା ଦୃଷ୍ଟିରୁ ପାକିସ୍ତାନ ଯିବାକୁ ପଛଘୁଞ୍ଚା ଦେଇଛନ୍ତି। ସେହି ସମୟରେ ପୁନର୍ବାର ସୁରକ୍ଷା ଉପରେ ନଜର ରଖିବ ଏବଂ ନିଷ୍ପତ୍ତି ନେବ।
ଦୁଇ ଦେଶ ମଧ୍ୟରେ ରାଜନୈତିକ ତିକ୍ତତା ଯୋଗୁୁ ଭାରତ ଏବଂ ପାକିସ୍ତାନ ଏବେ କେବଳ ଆଇସିସି ଟୁର୍ନାମେଣ୍ଟରେ ମୁହାଁମୁହିଁ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ନୂଆବର୍ଷ ଭେଟି: ୬ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା କିଷାନ୍‌ ସମ୍ମାନ ନିଧି ଯୋଜନାର ତୃତୀୟ କିସ୍ତି

ବେଙ୍ଗାଲୁରୁ,୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ଦ୍ୱିତୀୟ ଦିନରେ ଦେଶର ୬କୋଟି ଚାଷୀଙ୍କୁ ଭେଟି ଦେଇଛନ୍ତି। ପ୍ରଧାନମନ୍ତ୍ରୀ କିଷାନ୍‌ ସମ୍ମାନ ନିଧି ଯୋଜନାର ତୃତୀୟ କିସ୍ତିକୁ...

ଆର୍‌ସିପି ସିଂଙ୍କ ଟିକେଟ କାଟିଲେ ନୀତୀଶ

ପାଟନା, ୩୦ା୫ : ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ତଥା କେନ୍ଦ୍ରମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କୁ ମୋଦିପ୍ରେମ ମହଙ୍ଗା ପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ବିଳମ୍ବିତ ରାତିରେ ୧୫ ଆଇପିଏସଙ୍କ ବଦଳି

ଲକ୍ଷ୍ନୌ,୨୩ ।୮: ଉତ୍ତର ପ୍ରଦେଶରେ ସୋମବାର ବିଳମ୍ବିତ ରାତିରେ ୧୫ ଆଇପିଏସଙ୍କ ବଦଳି କରାଯାଇଛି । ସରକାରଙ୍କ ଦ୍ୱାରା ବିଳମ୍ବିତ ରାତିରେ ଏହି ନୋଟିସ ଜାରି...

ବୀରପ୍ପାନଙ୍କ ଝିଅ ଭାଜପାରେ ଯୋଗଦେଲେ

ଚେନ୍ନାଇ,୨୪।୨: ବୀରପ୍ପାନଙ୍କ ଝିଅ ବିଦ୍ୟା ରାନୀ ଭାଜପାରେ ଯୋଗଦେଇଛନ୍ତି। ତାମିଲନାଡୁର କୃଷ୍ଣାଗିରିଠାରେ ହୋଇଥିବା ଏକ କାର୍ଯ୍ୟକ୍ରମରେ ଭାଜପା ମହାସଚିବ ମୂରଲୀଧର ରାଓ ଏବଂ ପୂର୍ବ କେନ୍ଦ୍ରମନ୍ତ୍ରୀ...

ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ...

ସିଏଏ ପ୍ରତିବାଦ: ଝିଅ ସପକ୍ଷରେ ବାହାରିଲେ ଗାଙ୍ଗୁଲି, କହିଲେ ସାନା ଏବେ ଛୋଟ ପିଲା

କୋଲକାତା,୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏ ନେଇ ଅନେକ ବିରୋଧର ବାର୍ତ୍ତା ମଧ୍ୟ...

ମା’ ହେଲେ ଏହି ପ୍ରସିଦ୍ଧ ଖେଳାଳି

ରେସଲର ବବିତା ଫୋଗାଟ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସେ ସୋସିଆଲ ମିଡିଆରେ ପୁଅର ପ୍ରଥମ ଫଟୋ ଶେୟାର କରିଥିଲେ। ଫଟୋ ଶେୟାର କରି...

ରାଜସ୍ଥାନ ଝଡ଼ ଏବେ ପଞ୍ଜାବ ମୁହାଁ…

ନୂଆଦିଲ୍ଲୀ, ୧୩।୮: କଂଗ୍ରେସରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜସ୍ଥାନରେ ସଚିନ ପାଇଲଟ୍‌ଙ୍କୁ ନେଇ ଦେଖାଦେଇଥିବା ଝଡ଼ ଶାନ୍ତ ପଡ଼ିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ କୂଟନୀତି...

Advertisement
Archives

Model This Week