ଭାରତ ଚାମ୍ପିୟନ୍‌ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି, ଖେଳ ମନ୍ତ୍ରୀ କହିଲେ..

ନୂଆଦିଲ୍ଲୀ,୧୭।୧୧:ଆସନ୍ତା ୧୦ ବର୍ଷ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରିଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ। ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଥିବା ପାକିସ୍ତାନ ଏକ ପ୍ରମୁଖ ଆଲୋଚନାର ବିଷୟ ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏହା ଉପରେ ନିଜର ମତାମତ ଦେଇଛନ୍ତି। ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟ ପାଇଁ ‘ମେନ ଇନ ବ୍ଲୁ’ (ଟିମ ଇଣ୍ଡିଆ) ପାକିସ୍ତାନ ଗସ୍ତ କରିବ କି ନାହିଁ ଅନୁରାଗ ଠାକୁର ସେ ନେଇ ସୂଚନା ଦେଇଛନ୍ତି। ବୁଧବାର ଅନୁରାଗ ଠାକୁର କହିଛନ୍ତି ଯେ ଗୃହ ମନ୍ତ୍ରଣାଳୟ ଏହି ନିଷ୍ପତ୍ତିରେ ଜଡିତ ହେବ ଏବଂ ବହୁ ବିଚାରବିମର୍ସ ପରେ ହିଁ ନିଷ୍ପତ୍ତି ନିଆଯିବ। ନିକଟରେ ଅନେକ ଦେଶ ସୁରକ୍ଷା ଦୃଷ୍ଟିରୁ ପାକିସ୍ତାନ ଯିବାକୁ ପଛଘୁଞ୍ଚା ଦେଇଛନ୍ତି। ସେହି ସମୟରେ ପୁନର୍ବାର ସୁରକ୍ଷା ଉପରେ ନଜର ରଖିବ ଏବଂ ନିଷ୍ପତ୍ତି ନେବ।
ଦୁଇ ଦେଶ ମଧ୍ୟରେ ରାଜନୈତିକ ତିକ୍ତତା ଯୋଗୁୁ ଭାରତ ଏବଂ ପାକିସ୍ତାନ ଏବେ କେବଳ ଆଇସିସି ଟୁର୍ନାମେଣ୍ଟରେ ମୁହାଁମୁହିଁ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଧରିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଶ୍ରୀନଗର,୧୭।୭: ଶୁକ୍ରବାର ଲଦାଖରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଲଦାଖ ସ୍ଥିତ ପାଙ୍ଗୋଙ୍ଗ ହ୍ରଦ ନିକଟରେ ଥିବା ଲୁକଙ୍ଗ ପୋଷ୍ଟରେ ପହଞ୍ଚିବା ପରେ ପ୍ରତିରକ୍ଷା...

କଶ୍ମୀର ପାଇଁ ୧.୪୨ ଲକ୍ଷ କୋଟିର ବଜେଟ

ନୂଆଦିଲ୍ଲୀ,୧୫।୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ୨୦୨୨-୨୩...

ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍‌

ପାଟନା,୩୦।୧୦: ବଲିଉଡ୍‌ରେ ଏବେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି...

ଯବାନଙ୍କଠାରୁ ସାହସୀ ଆଉ କେହି ନୁହଁନ୍ତି: ବିରାଟ କୋହଲି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। କ୍ରିକେଟରମାନେ...

ଜେଲ୍‌ରେ କରୋନା ବିସ୍ଫୋରଣ, ୬୬ କଏଦୀ-୪୮ କର୍ମଚାରୀ ପଜିଟିଭ୍‌…

ନୂଆଦିଲ୍ଲୀ, ୧୧।୧ : ଦିଲ୍ଲୀର ବିଭିନ୍ନ ଜେଲ୍‌ରେ କରୋନା ମହାମାରୀ ବିସ୍ଫୋରଣ ଘଟିଛି। ଜେଲ୍‌ର ୬୬ କଏଦୀ ଏବଂ ୪୮ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା...

ଅଢ଼େଇ ମାସର ଶିଶୁକୁ ଖୁଆଇଦେଲେ ଚକୋଲେଟ: ହସ୍ପିଟାଲରେ ପହଞ୍ଚିବା ବେଳକୁ ଚାଲିଗଲା ଜୀବନ

ନୂଆଦିଲ୍ଲୀ, ୩୧।୭: ଅଢ଼େଇ ମାସର ଶିଶୁ ତଣ୍ଟିରେ ଚକୋଲେଟ ଲାଖିଯିବାରୁ ତା’ର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୋଏଡାରେ। ଶିଶୁଟି ଘରେ...

ଚେତାଶୂନ୍ୟ ଅବସ୍ଥାରେ ଭେଣ୍ଟିଲେଟରରେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ, ୧୩।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ସେ ଚେତାଶୂନ୍ୟ ଅବସ୍ଥାରେ ଭେଣ୍ଟିଲେଟରରେ ଥିବା ଭାରତୀୟ ସେନା ହସ୍ପିଟାଲ...

ସମୁଦ୍ର ପତ୍ତନ ୮.୫ ସେ.ମି. ବଢ଼ିଛି

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଗତ ୫୦ ବର୍ଷ ମଧ୍ୟରେ ଭାରତୀୟ ଉପକୂଳରେ ସମୁଦ୍ର ପତ୍ତନ ୮. ୫ ସେ.ମି. ବୃଦ୍ଧି ପାଇଛି ବୋଲି ରାଜ୍ୟ ସଭାରେ ଏକ ପ୍ରଶ୍ନର...

Advertisement
Archives

Model This Week