Posted inଜାତୀୟ

ଭାଜପାରେ ମିଶିବେ କି କୈଳାସ ଗେହଲଟ୍‌, ବୀରେନ୍ଦ୍ର କହିଲେ ଏମିତି କିଛି…

ନୂଆଦିଲ୍ଲୀ,୧୭ା୧୧: ଦିଲ୍ଲୀ ସରକାରରେ ପରିବହନ ମନ୍ତ୍ରୀ ତଥା ବିଧାୟକ କୈଳାସ ଗେହଲଟ୍‌ ରବିବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ତାଙ୍କ ଇସ୍ତଫା ଆମ୍‌ ଆଦ୍‌ମୀ ପାର୍ଟି ପାଇଁ ଏକ ବଡ଼ ଝଟ୍‌କା। ଦୁଇ ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଥିବା ସମୟରେ ବର୍ତ୍ତମାନ ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଯାହାକୁ ନେଇ ନାନା ଆଲୋଚନା ହେଉଛି।

କୈଳାସ ଭାଜପାରେ ମିଶିପାରନ୍ତି ବୋଲି କୁହାଯାଉଥିବାବେଳେ ଦିଲ୍ଲୀର ଭାଜପା ମୁଖ୍ୟ ବୀରେନ୍ଦ୍ର ସଚଦେବା କହିଛନ୍ତି, ବର୍ତ୍ତମାନ ତ ଗେହଲଟ୍‌ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ମିଶିବେ କି ନାହିଁ ତାଙ୍କ ତରଫରୁ ଭାଜପା ପାଖରେ କୌଣସି ପ୍ରସ୍ତାବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri