ଉତ୍ତର କୋରିଆର ଶାସକ ହେବେ କି କିମ୍‌ଙ୍କ ଝିଅ

ସିଓଲ,୧୫ା୨: ନିକଟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ୧୦ ବର୍ଷର ଝିଅ କିମ୍‌ ଜୁ ଏ ସର୍ବସାଧାରଣରେ ହାଜର ହୋଇଥିଲେ। ଏହା ପରଠାରୁ ସେ ପିତାଙ୍କ ଉତ୍ତରାଧିକାରୀ ହେବା ନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଦକ୍ଷିଣ କୋରିଆ ବୁଧବାର କହିଛି, ଏହି ନିଷ୍ପତ୍ତି ଖୁବ୍‌ଶୀଘ୍ର ହେବ।

ପ୍ୟୋଙ୍ଗୟାଙ୍ଗ୍‌ରେ ଅନୁଷ୍ଠିତ ଏକ ପରେଡରେ ଏକଛତ୍ରବାଦୀ ଶାସକ କିମ୍‌ ଉପସ୍ଥିତ ଥିଲେ। ତାଙ୍କ ସହ ଝିଅ ମଧ୍ୟ ଥିଲେ। ସିଓଲରେ ଏକ ସଂସଦୀୟ କମିଟି ବୈଠକରେ ଉତ୍ତର କୋରିଆର ଦକ୍ଷିଣ କୋରିଆ ବରିଷ୍ଠ ଅଧିକାରୀ ଏକତା ମନ୍ତ୍ରୀ କ୍ୱୋନ ୟଙ୍ଗ୍‌ସେ ଏହା ଉପରେ ପ୍ରଶ୍ନ କରିଛନ୍ତି। କିମ୍‌ଙ୍କ ଝିଅଙ୍କୁ ଉତ୍ତର କୋରିଆର ପରବର୍ତ୍ତୀ ଶାସକ ଭାବରେ ଘୋଷଣା କରାଯିବ। କ୍ୱୋନ କିମ୍‌ ଜୋଙ୍ଗ ଉନ୍‌ଙ୍କ ଅଳ୍ପ ବୟସର ଉଦାହରଣ ଦେଇଛନ୍ତି। ସେ କହିଛନ୍ତି କିମ୍‌ ଗତ ମାସରେ ୩୯ ବର୍ଷ ବୟସରେ ପାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri