Posted inଜାତୀୟ

ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେଲେ ଛାଡିଦେବି ରାଜନୀତି: ଅଜିତ ପାଓ୍ବାର…

ମୁମ୍ବାଇ,୬।୬ : ମହାରାଷ୍ଟ୍ରରେ ଏବେ ରାଜନୀନୈତିକ ଆରୋପପ୍ରତ୍ୟାରୋପ ଜାରି ରହିଛି। ଶିବସେନାର ଲୋକସଭା ଏମପି କୃପାଲ ତୁମାନେ ମଙ୍ଗଳବାର ଏନସିପି ନେତା ଅଜିତ ପାୱାରଙ୍କୁ ଦୁର୍ନୀତିରେ ଲିପ୍ତ ଥିବା ଅଭିଯୋଗ କରିଛନ୍ତି। ଏହା ପରେ ବିରୋଧୀ ଦଳର ନେତା ଅଜିତ ପାୱାର ଦୃଢ଼  ଭାବରେ ଏହାର ଜବାବ ଦେଇ କହିଛନ୍ତି ଅଭିଯୋଗ ପ୍ରମାଣିତ ହେଲେ ସେ ରାଜନୀତି ଛାଡିଦେବେ।

ଗତ ସପ୍ତାହରେ ନାଗପୁରରେ ଅନୁଷ୍ଠିତ ଏକ ଏନସିପି ବୈଠକରେ ଅଜିତ ପାୱାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନାଙ୍କ ବିରୋଧରେ ଅନେକ ଅଭିଯୋଗ କରିଥିଲେ ଏବଂ ତାଙ୍କୁ ଟଙ୍କା ବଳରେ ସରକାର ଗଠନ କରିଥିବା ଅଭିଯୋଗ କରିଥିଲେ। ଭୋଟରମାନେ ଏସବୁ ଭୁଲିଯିବା ଉଚିତ ନୁହେଁ ଏବଂ ଆଗାମୀ ନିର୍ବାଚନରେ ଦେଶଦ୍ରୋହୀମାନଙ୍କୁ ଏକ ଶିକ୍ଷା ଦେବାକୁ କହିଥିଲେ।

ଏହା ପରେ ଏମପି ତୁମାନେ ଏକ ଟିଭି ଚ୍ୟାନେଲ ସହ ସାକ୍ଷାତକାରରେ କହିଥିଲେ ମହାରାଷ୍ଟ୍ରର ଅର୍ଥମନ୍ତ୍ରୀ ଭାବରେ କାର୍ଯ୍ୟ କରିବାବେଳେ ପାୱାର ପ୍ରଥମେ କେତେ ଟଙ୍କା ସଂଗ୍ରହ କରିଥିଲେ ତାହା କହିବା ଉଚିତ। ପୱାର ଟଙ୍କା ନ ନେଇ କୌଣସି କାମ କରି ନାହାନ୍ତି।

ପୁଣେରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଏନସିପି ଅଜିତ ପାଓ୍ବାର ତାଙ୍କ ବିରୋଧରେ ଦୁର୍ନୀତିର ଅଭିଯୋଗ ପ୍ରମାଣ କରିବାକୁ କହିଛନ୍ତି। ଏପରି ନ ହେଲୋ ଆସନ୍ତାକାଲିଠାରୁ ବୁଧବାରଠାରୁ ଘରେ ବସିବା ପାଇଁ ଲୋକସଭା ସଦସ୍ୟ ତୁମାନେଙ୍କୁ ପାଓ୍ବାର ଚ୍ୟାଲେଞ୍ଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri