Posted inଜାତୀୟ

ଟ୍ରମ୍ପଙ୍କ ଟାରିଫ ବୃଦ୍ଧି ପରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ଜବାବ: “କେବେ ବି…”:

ନୂଆଦିଲ୍ଲୀ,୭ା୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ବିରୋଧରେ ଟାରିଫ ଯୁଦ୍ଧକୁ ତୀବ୍ର କରିଥିବାର ଦିନକ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢ଼ ବାର୍ତ୍ତା ଦେଇ କହିଛନ୍ତି ଯେ ଭାରତ କେବେ ବି ତା’ର ଚାଷୀ ଓ ମତ୍ସ୍ୟଜୀବୀଙ୍କ ସ୍ବାର୍ଥ ସହ ଆପୋଷ କରିବ ନାହିଁ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତାଙ୍କୁ ଏଥିପାଇଁ ବ୍ୟକ୍ତିଗତ ଭାବେ ବଡ଼ ମୂଲ୍ୟ ଦେବାକୁ ପଡ଼ିପାରେ, କିନ୍ତୁ ସେ ଏଥିପାଇଁ ପ୍ରସ୍ତୁତ।

ଦିଲ୍ଲୀରେ ଆୟୋଜିତ ଏମଏସ ସ୍ବାମୀନାଥନ ଶତବାର୍ଷିକୀ ଆନ୍ତର୍ଜାତୀୟ ସମ୍ମିଳନୀରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ଚାଷୀଙ୍କ ସ୍ବାର୍ଥ ଆମର ପ୍ରମୁଖ ଅଗ୍ରାଧିକାର। ଭାରତ କେବେ ବି ତା’ର ଚାଷୀ, ପଶୁପାଳକ ଓ ମତ୍ସ୍ୟଜୀବୀଙ୍କ ସ୍ବାର୍ଥ ସହ ଆପୋଷ କରିବ ନାହିଁ। ମୁଁ ଜାଣିଛି ଏଥିପାଇଁ ମୋତେ ବ୍ୟକ୍ତିଗତ ଭାବେ ବଡ଼ ମୂଲ୍ୟ ଚୁକାଇବାକୁ ପଡ଼ିବ, କିନ୍ତୁ ମୁଁ ପ୍ରସ୍ତୁତ। ଦେଶର ଚାଷୀ, ମତ୍ସ୍ୟଜୀବୀ ଓ ପଶୁପାଳକଙ୍କ ସ୍ବାର୍ଥ ପାଇଁ ଭାରତ ପ୍ରସ୍ତୁତ।”


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri