ଲୋକେ ଯାହା ଚାହିଁଥାନ୍ତି, ତାହା ହିଁ ହୋଇଥାଏ: ବାଇଡେନ୍‌

ଓ୍ବାଶିଂଟନ୍‌,୭ା୧୧: ଗଣତନ୍ତ୍ରରେ ଜନସାଧାରଣଙ୍କ ଇଚ୍ଛା ସର୍ବୋପରି। ଲୋକେ ଯାହା ଚାହିଁଥାନ୍ତି, ତାହା ହିଁ ହୋଇଥାଏ ବୋଲି ଗୁରୁବାର ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ ବିଜୟୀ ହେବା ପରେ ବାଇଡେନ୍‌ ହ୍ବାଇଟ୍‌ ହାଉସ୍‌ରେ ପ୍ରଥମ ଥର ପାଇଁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି।

ଏହି ଅବସରରେ ଡେମୋକ୍ରାଟ୍‌ ବାଇଡେନ୍‌ କହିଛନ୍ତି, ୨୦୨୫ ଜାନୁଆରୀରେ ସେ ଭାବୀ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ଶାନ୍ତିପୂର୍ଣ୍ଣ ଭାବେ କ୍ଷମତା ହସ୍ତାନ୍ତର କରିବେ। ହ୍ବାଇଟ୍‌ ହାଉସ୍‌ ପାଇଁ ନିର୍ବାଚନୀ ଫଳାଫଳକୁ ଆମେରିକାବାସୀ ଗ୍ରହଣ କରନ୍ତୁ ବୋଲି ବାଇଡେନ୍‌ ଅପିଲ୍‌ କରିଛନ୍ତି। ବାଇଡେନ୍‌ ଆହୁରି କହିଛନ୍ତି, ଆମେରିକୀୟ ନିର୍ବାଚନ ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ। ୨୦୨୦ ନିର୍ବାଚନରେ ଟ୍ରମ୍ପ୍‌ ପରାଜିତ ହେବା ପରେ ଆଣିଥିବା ଅଭିଯୋଗ ମିଥ୍ୟା। ସେ ପୁନଃ ନିର୍ବାଚିତ ହେବା ପରେ ଏହା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସ ସରକାର ଭାଙ୍ଗିଲା

ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମିଶେଲ ବର୍ନିଅର ପାର୍ଲାମେଣ୍ଟରେ ଅନୁଷ୍ଠିତ ଆସ୍ଥାଭୋଟରେ ପରାଜିତ ହେବା ପରେ ତାଙ୍କ ସରକାର ଭାଙ୍ଗିଯାଇଛି। ସରକାର ପତନ ପାଇଁ ୨୮୮ ଭୋଟ ଆବଶ୍ୟକ...

ପୁଷ୍ପା-୨ ସ୍କ୍ରିନିଂ ସମୟରେ ଦଳାଚକଟାରେ ମହିଳା ମୃତ, ଅଲୁ ଅର୍ଜୁନଙ୍କ ନାଁରେ ରୁଜୁ ହେଲା ମାମଲା

ହାଇଦ୍ରାବାଦ, ୫ା୧୨: ପୁଷ୍ପା-୨ ର ପ୍ରିମିୟର ସମୟରେ ହାଇଦ୍ରାବାଦର ସାନ୍ଧ୍ୟା ଥିଏଟରରେ ନିକଟରେ ହୋଇଥିବା ଦଳାଚକଟାରେ ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି। ଏହି ଘଟଣାକୁ...

ସିଧା ଚିଫ ଗେଷ୍ଟଙ୍କ କୋଳରେ ଲ୍ୟାଣ୍ଡ କଲେ ପରାଗ୍ଲାଇଡର, ଭିଡିଓ ଭାଇରାଲ

ଇସଲାମାବାଦ,୫।୧୨: ପାକିସ୍ତାନରେ ଏକ ଇଭେଣ୍ଟ ସମୟରେ ହଠାତ ଜଣେ ପାରାଗ୍ଲାଇଡର୍‌ ଅବତରଣ କରିବାର ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହା...

ବାଂଲାଦେଶରେ କମୁନି ହିନ୍ଦୁଙ୍କ ଉପରେ ହିଂସା, ଘର ଛାଡିଲେଣି ୨୦୦ ପରିବାର

ଢାକା,୫।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହିଂସା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଉଛି। ୟୁନୁସ ସରକାରଙ୍କ ହସ୍ତକ୍ଷେପ ସତ୍ତ୍ୱେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି। ମୌଳବାଦୀଙ୍କ ଏକ...

ସମୁଦ୍ରରେ ବୁଡିଯାଇଥିଲା ଜାହାଜ, ୧୨ ଭାରତୀୟଙ୍କୁ ଉଦ୍ଧାର କଲା ପାକିସ୍ତାନ ସେନା

ଇସଲାମବାଦ,୫।୧୨: ଏକ ଭାରତୀୟ ମାଲବାହୀ ଜାହାଜ ବୁଡିବା ପରେ ପାକିସ୍ତାନୀ ସେନା ଜାହାଜର କର୍ମଚାରୀଙ୍କ ଜୀବନ ରକ୍ଷା କରିଛନ୍ତି। ପାକିସ୍ତାନ ସାମୁଦ୍ରିକ ସୁରକ୍ଷା ଏଜେନ୍ସି (ପିଏମଏସଏ)...

ବିଶ୍ୱକୁ ସ୍ତବ୍ଧ କଲା ଭାରତ: ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ

ମସ୍କୋ,୫।୧୧:ଭାରତ ପୁଣି ଥରେ ବିଶ୍ୱକୁ ସ୍ତବ୍ଧ କରିଦେଇଛି। ଏଥର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତର ଅର୍ଥନୈତିକ ପଦକ୍ଷେପକୁ ବିଶେଷ...

ଏଲନ ମସ୍କଙ୍କ ବିଶ୍ୱସ୍ତ ଇସାକ୍‌ମ୍ୟାନ୍‌ଙ୍କୁ ପରବର୍ତ୍ତୀଙ୍କୁ ନାସା ମୁଖ୍ୟ ପାଇଁ ପ୍ରସ୍ତାବ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୨: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ବିଲିୟନେୟାର ଉଦ୍ୟୋଗୀ ଜାରେଡ୍‌ ଇସାକ୍‌ମ୍ୟାନ୍‌ଙ୍କୁ ପରବର୍ତ୍ତୀ ନାସା ମୁଖ୍ୟ ଭାବେ ମନୋନୀତ କରିଛନ୍ତି। କିଛି ଦିନ...

ଏଠାରେ ଭଡ଼ାରେ ମିଳୁଛନ୍ତି ବୟଫ୍ରେଣ୍ଡ, ପ୍ରତିବଦଳରେ ଦେବାକୁ ପଡିବ…

ହାନୋଇ,୫।୧୨: ଭିଏଟ୍‌ନାମର ଯୁବପିଢିଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ଜୀବନସାଥୀ ଖୋଜିବାକୁ ସମୟ ନ ଥାଏ, ସେମାନେ ଭଡ଼ାରେ ନିଜ ପାଇଁ ପାର୍ଟନର ଖୋଜିଥାନ୍ତି ବୋଲି ସାଉଥ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri