Posted inଜାତୀୟ

୨୦୨୪ ନିର୍ବାଚନରେ ପ୍ରିୟଙ୍କା ଗାନ୍ଧୀ ହେବେ କି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ, ଏପରି କହିଲେ…

ନୂଆଦିଲ୍ଲୀ,୧୭।୫:ସମସ୍ତ ରାଜନୈତିକ ଦଳ ୨୦୨୪ ଲୋକସଭ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ଏଥର ବିରୋଧୀ ଏକଜୁଟ ହୋଇ ଭାଜପାକୁ ପରାସ୍ତ କରିବା ପାଇଁ ଅଣ୍ଟା ଭିଡିଛନ୍ତି। ଏହି ସମୟରେ କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦରେ ନିର୍ବାଚନ ଲଢିବା ନେଇ ବୟାନ ଦେଇଛନ୍ତି।

ଆଚାର୍ଯ୍ୟ ପ୍ରମୋଦ କହିଛନ୍ତି ଯେ, ଯଦି ୨୦୨୪ ନିର୍ବାଚନ ପାଇଁ ସବୁ ବିରୋଧୀଙ୍କ ପକ୍ଷରୁ ପ୍ରିୟଙ୍କା ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୁଅନ୍ତୁ କିମ୍ବା ନିର୍ବାଚନ ପୂର୍ବରୁ ପ୍ରାର୍ଥୀ ଚୟନ କରନ୍ତୁ। ନଚେତ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହରାଇବା କଷ୍ଟକର ହେବ। ସେହିପରି ଆଚାର୍ଯ୍ୟ ପ୍ରମୋଦ କହିଛନ୍ତି ଯେ, ରାହୁଲ ବର୍ତ୍ତମାନ ତପସ୍ବୀ ଭୂମିକାରେ ଅଛନ୍ତି।

ସମାଜବାଦୀ ପାର୍ଟି (ସପା)ର ଅଧ୍ୟକ୍ଷ ଅଖିଳେଶ ଯାଦବ ୨୦୨୪ ଲୋକସଭା ନିର୍ବାଚନରେ କଂଗ୍ରେସକୁ ସମର୍ଥନ କରିଛନ୍ତି। ତେବେ ଏହା ସପା ପାଇଁ ଏକ ବଡ ପରିବର୍ତ୍ତନ କୁହାଯାଉଛି। କାରଣ ଦଳ କଂଗ୍ରେସକୁ ସବୁବେଳେ ବିଜେପିର ବି-ଟିମ୍‌ କହି ଟାର୍ଗେଟ୍‌ କରୁଥିଲା। ଅଖିଳେଶ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କ ବୟାନକୁ ସହମତି ଦେଇ କହିଛନ୍ତି ଯେ, ଯେଉଁ ଦଳ ଯେଉଁଠି ମଜବୁତ୍‌ ସେ ସେଠାରେ ନିର୍ବାଚନ ଲଢିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?