ଗିରଫ ହେବେ ପୁଟିନ? ମଙ୍ଗୋଲିଆ ଉପରେ ବିଶ୍ୱର ନଜର

ମସ୍କୋ,୩।୯: ସରକାରୀ ଗସ୍ତରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମୋଙ୍ଗୋଲିଆରେ ପହଞ୍ଚିଛନ୍ତି। ଜାପାନ ସେନା ଉପରେ ସୋଭିଏତ୍‌ ମୋଙ୍ଗୋଲିଆ ସୈନ୍ୟମାନଙ୍କର ମିଳିତ ବିଜୟର ୮୫ ତମ ବାର୍ଷିକୀରେ ପୁଟିନଙ୍କ ଗସ୍ତ ଅନୁଷ୍ଠିତ ହେଉଛି। ମୋଙ୍ଗୋଲିଆ ରୁଷିଆର ପଡୋଶୀ ଦେଶ, ପୁଟିନ ସୋମବାର ସାରେ ମୋଙ୍ଗୋଲିଆର ରାଜଧାନୀ ଉଲାନବାଟରରେ ପହଞ୍ଚିଛନ୍ତି। ପୁଟିନ ମୋଙ୍ଗୋଲିଆରେ ପହଞ୍ଚିବା ମାତ୍ରେ ଗିରଫ ହେବାର ଦାବି ବଢିବାରେ ଲାଗିଲା, କାରଣ ମୋଙ୍ଗୋଲିଆ ଅନ୍ତର୍ଜାତୀୟ ଅପରାଧିକ କୋର୍ଟର ସଦସ୍ୟ ଏବଂ ପୁଟିନଙ୍କ ବିରୋଧରେ କୋର୍ଟ ୱାରେଣ୍ଟ ଜାରି କରାଯାଇଛି।
ରୁଷିଆର ଗଣମାଧ୍ୟମ ସ୍ପୁଟ୍ନିକ ରିପୋର୍ଟ କରିଛି ଯେ ମୋଙ୍ଗୋଲିଆରେ ଭ୍ଲାଦିମିର ପୁଟିନ ରୁଷିଆ-ମୋଙ୍ଗୋଲିଆ ବିସ୍ତୃତ କୌଶଳ ଭାଗିଦାରୀ ତଥା ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା କରିବେ। ଏହା ସହିତ ପୁଟିନ ଖାଲଖିନ-ଗୋଲ ଯୁଦ୍ଧର ୮୫ ତମ ବାର୍ଷିକୀରେ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ରିପୋର୍ଟରେ କୁହାଯାଇଛି ଯେ ୨୦୧୯ବର୍ଷ ପରେ ଭ୍ଲାଦିମିର ପୁଟିନ ପ୍ରଥମ ଥର ପାଇଁ ମୋଙ୍ଗୋଲିଆ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri