ବନ୍ଧକଙ୍କୁ ମୁକ୍ତ କରିବାରେ ବିଳମ୍ବ କଲା ହମାସ, ପୁଣି ଅପରେସନ ଆରମ୍ଭ କରିବାକୁ ଧମକ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ,୨୫ା୧୧: ବନ୍ଧକ ମାନଙ୍କୁ ମୁକ୍ତ କରିବାକୁ ହମାସ ପକ୍ଷରୁ ବିଳମ୍ବ ହେବା ପରେ ଗାଜା ସିଟିରେ ଅପରେସନ ପୁଣି ଆରମ୍ଭ କରିବାକୁ ଧମକ ଦେଇଛି ଇସ୍ରାଏଲ। ବିଶେଷ ସୂତ୍ରରୁ ଇସ୍ରାଏଲ ମିଡ଼ିଆକୁ ମିଳିଥିବା ଖବର ଅନୁଯାୟୀ ଯଦି ଶନିବାର ମଧ୍ୟ ରାତ୍ରି ସୁଦ୍ଧା ବନ୍ଧକ ମାନଙ୍କୁ ମୁକ୍ତ କରାନଯାଏ ତେବେ ପୁଣି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ।

ଏହା ପୂର୍ବରୁ ହମାସ କହିଥିଲା ଯଦି, ”ଇସ୍ରାଏଲ ଗାଜା ସିଟିକୁ ସହାୟତା ଆସିବାକୁ ଦେବ ନାହିଁ ସେ ପର୍ଯ୍ୟନ୍ତ ଦ୍ୱିତୀୟ ବନ୍ଧକ ମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ମୁକ୍ତ କରିବାର ପ୍ରକ୍ରିୟା ବିଳମ୍ବିତ ହୋଇପାରେ।”

ତେବେ କତାର ହସ୍ତକ୍ଷେପରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୧୫୦ ପାଲେଷ୍ଟାଇନ ନାଗରିକଙ୍କ ବଦଳରେ ହମାସ ୫୦ ବନ୍ଧକଙ୍କୁ ମୁକ୍ତ କରିବ। ଇସ୍ରାଏଲ ମୁକ୍ତ କାରବାକୁ ଥିବା କେତେକ ବନ୍ଦୀ ଇସ୍ରାଏଲ ମାଟିରେ ଅସ୍ତ୍ରଶସ୍ତ୍ର ଧରି ହିଂସା ସୃଷ୍ଟି କରିଥିଲେ। ତେବେ ଏହି ନିଷ୍ପତ୍ତି ପରେ ଇସ୍ରାଏଲ-ହମାସ ମଧ୍ୟରେ ଗତ ଚାରିଦିନ ହେବ ଯୁଦ୍ଧରେ ବିରାମ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

ଚାଇନା ଯୁବତୀଙ୍କ ପ୍ରେମରେ ପଡିଲେ ଝାଡ଼ଖଣ୍ଡ ଯୁବକ, ଦେଶୀ ଷ୍ଟାଇଲରେ କଲେ ବିବାହ

ସାହିବଗଞ୍ଜ,୮।୧୨: ଏହି କାହାଣୀଟି କୌଣସି ବଲିଉଡ ଫିଲ୍ମଠାରୁ କମ ନୁହେଁ। ସେମାନେ ପ୍ରଥମେ ଚାଇନାରେ ଭେଟ ହୋଇଥିଲେ, ତା’ପରେ ଲଣ୍ଡନରେ ପାଠପଢ଼ା ସମୟରେ ବନ୍ଧୁତା ଗଢ଼ି...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri