ଡିଜନିର ପ୍ରଚ୍ଛଦ ସ୍ୱର କଳାକର ୱିଲ ରିୟାନଙ୍କ ପରଲୋକ

ୱାଶିଂଟନ,୨୧ ।୧୧: ଡିଜନି କ୍ୟାରେକ୍ଟରର ପ୍ରଚ୍ଛଦ ସ୍ୱର କଳାକାର ଭାବେ ବେଶ ଜଣାଶୁଣା ୱିଲ ରିୟାନଙ୍କ ପରଲୋକ ହୋଇଛି । ହଲିଉଡ ରିପୋର୍ଟରର ସୂଚନା ଅନୁଯାୟୀ ୧୯ ନଭେମ୍ବରରେ ତାଙ୍କର ପରଲୋକ ହୋଇଛି । ବେଶ କିଛିଦିନ ହେବ କ୍ୟାନସରରେ ପୀଡ଼ିତ ଥିବା ଆମେରିକୀୟ କଳାକାର ରିୟାନ ୭୨ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରିୟାନ ଏକାଧାରାରେ ଜଣେ ପ୍ରଚ୍ଛଦ ସ୍ୱର କଳାକାର ସହ ମ୍ୟୁଜିସିୟାନ, ସଙ୍ଗରାଇଟର ଓ କମେଡି କଳାକାର ଥିଲେ । ତାଙ୍କ ବିୟୋଗରେ ବିଶ୍ୱ ଜଣେ ଭଲ କଳାକାରଙ୍କୁ ହରାଇଲା ବୋଲି କହିଛନ୍ତି ରିୟାନଙ୍କ ବନ୍ଧୁ ଲିମସ । ରିୟାନ ପ୍ରଥମେ ୧୯୪୯ରେ କିଛି ସର୍ଟ ଆନିମେଟେଡ ପ୍ରୋଜେକ୍ଟରେ ଭଏସ ଦେଇ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଜ୍ଞାତ ସ୍ଥାନରେ ଲୁଚିଛନ୍ତି ଜେଲେନସ୍କି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଜ୍ଞାତ ସ୍ଥାନରେ ଲୁଚି ରହିଛନ୍ତି। ତାଙ୍କୁ ସୁରକ୍ଷା ଦେବା ପାଇଁ ଆମେରିକାର ନୌସେନା ସିଲ ଏବଂ ବ୍ରିଟିଶ...

ହଲିଉଡ୍‌ର ବରିଷ୍ଠ କଳାକାର କିର୍କ ଡୋଗଲାସଙ୍କ ୧୦୩ ବର୍ଷ ବୟସରେ ପରଲୋକ

ଓ୍ବାଶିଂଟନ,୬।୨: ହଲିଉଡ୍‌ ଲିଜେଣ୍ଡ କିର୍କ ଡୋଗଲାସଙ୍କର ୧୦୩ ବର୍ଷ ବୟସରେ ବୁଧବାର ପରଲୋକ ହୋଇଛି। ତାଙ୍କ ପୁଅ ତଥା ହଲିଉଡ୍‌ର ନାମୀ କଳାକାର ମାଇକେଲ ଡୋଗଲାସ...

ବୋଲ୍ଡ ଲୁକ୍‌ରେ ଦୀପିକା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ଡିମ୍ପଲ ଗର୍ଲ ଦୀପିକା ପାଦୁକୋନ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ଷ୍ଟାଇଲ ପାଇଁ ମଧ୍ୟ ଜଣାଶୁଣା। ସେ...

ଖଳନାୟକ ଚରିତ୍ରରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ୟଶରାଜ ଫିଲ୍ମ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଚତୁର୍ଥ ଫିଲ୍ମ ଧୁମ-୪ରେ ଅକ୍ଷୟ କୁମାରଙ୍କ...

ନାଇଜେରିଆରେ ଡଙ୍ଗା ବୁଡି ୨୬ ମୃତ

ଅବୁଜା.୧୧।୯: ନାଇଜେରିଆରେ ଏକ ଡଙ୍ଗା ଦୁର୍ଘଟଣାରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ଶିକାର ହୋଇଥିବା ଅନେକ ଲୋକ ନିଖୋଜ ହୋଇଯାଇଛନ୍ତି, ଯେଉଁମାନଙ୍କୁ ଖୋଜା...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ...

ପୁଅର ପର୍ନ କଲେକ୍ସଶନ୍‌ ଫୋପାଡ଼ିବାରୁ ବାପାଙ୍କୁ ଏଭଳି ଦଣ୍ଡାଦେଶ

ମିଚିଗାନ,୩୦।୮: ପୁଅର ପର୍ନ କଲେକ୍‌ଶନ(ସଂଗ୍ରହ) ଫୋପାଡ଼ିବା ବାପାଙ୍କୁ ମହଙ୍ଗା ପଡ଼ିଛି। ବାପାଙ୍କୁ କ୍ଷତିପୂରଣ ବାବଦକୁ ୨୨ ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଭଳି...

ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାସନାଲ ଜାରି କଲା ରିପୋର୍ଟ, ଶାହବାଜ-ଇମ୍ରାନ ସରକାର ଆରମ୍ଭରୁ ଅଧିକ ଭ୍ରଷ୍ଟ

ଇସଲାମାବାଦ,୨ ।୨: ଜର୍ମାନୀର ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ(ଟିଆଇ) ସଂସ୍ଥା ବାର୍ଷିକ ରିପୋର୍ଟ ଜାରି କରିଛି । ଯେଉଁଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଓ ଇମ୍ରାନ ଖାଁଙ୍କ...

Advertisement
Archives

Model This Week