Posted inଜାତୀୟ

୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ କି ଶିବରାଜ ? ପ୍ରଶ୍ନକୁ ଏଡାଇ ଗଲେ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଆଗୁଆ ରହିଛି। ମୋଟ ୨୩୦ ଆସନରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୧୧୬ ରହିଛି। ରାଜ୍ୟରେ ଭାଜପା ୧୬୧ ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୬୬ ଏବଂ ଅନ୍ୟ ଦଳ ୩ ଆସନରେ ଆଗୁଆ ରହିଛନ୍ତି।

ଏସବୁ ମଧ୍ୟରେ ଯେତେବେଳେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ପଚରାଯାଇଥିଲା, ସେତେବେଳେ ସେ ଏହାକୁ ଏଡାଇ ଯାଇଛନ୍ତି। ଶିବରାଜ ସିଂଙ୍କୁ ପଚରାଯାଇଥିଲା, ଏହା ବିଚାର କରାଯିବା ଉଚିତ କି ଆପଣ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଉଛନ୍ତି? ଏହା ଉପରେ ଶିବରାଜ ସିଂ ଭାଜପା ଜିନ୍ଦବାଦର ସ୍ଲୋଗାନ ଦେଇଥିଲେ। ବାସ୍ତବରେ ଭାଜପା ଏଥର ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା ଘୋଷଣା କରିନାହିଁ। ଏଥିସହ ଭାଜପା ୩ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ୭ ଜଣ ଏମପିଙ୍କୁ ପ୍ରାର୍ଥୀ କରିଛି। ଦଳର ଜାତୀୟ ମହାସଚିବ କୈଲାଶ ବିଜୟଭର୍ଗିୟଙ୍କୁ ଭାଜପା ଟିକେଟ ଦେଇଛି। ଏଭଳି ପରିସ୍ଥିତିରେ ଭାଜପାର ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ସସପେନ୍ସ ଜାରି ରହିଛି।

ମତଦାନ ଦିନ ମଧ୍ୟ ଯେତେବେଳେ ଶିବରାଜ ସିଂଙ୍କୁ ମୁଖ୍ୟମନ୍ତ୍ରୀ ପଦ ବିଷୟରେ ପଚରାଯାଇଥିଲା, ସେ କହିଥିଲେ ସେ ଜଣେ ଜନତାଙ୍କ ସେବକ ଏବଂ ଭାଜପା କର୍ମୀ। ଫଳାଫଳ ଘୋଷଣା ହେବା ପରେ ଦଳ ତାଙ୍କୁ ଯାହା ଭୂମିକା ଦେବ ସେ ତାହା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?