Posted inଜାତୀୟ

ନିର୍ବାଚନରେ ଜୟନ୍ତ-ଅଖିଳେଶଙ୍କୁ କରିବି ସହାୟତା: ସତ୍ୟପାଲ ମଲିକ …

ବାଗପତ,୬।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ରାଜନୈତିକ ଆକ୍ରମଣକୁ ତୀବ୍ର କରି ମେଘାଳୟର ରାଜ୍ୟପାଳ ପଦରୁ ଅବସର ନେବା ପରେ ସତ୍ୟପାଲ ମଲିକ ସ୍ପଷ୍ଟ ଭାବେ କହିଛନ୍ତି ଯେ ସେ ଆଗାମୀ ନିର୍ବାଚନରେ ସମାଜବାଦୀ ପାର୍ଟି (ଏସପି) ଏବଂ ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) କୁ ସାହାଯ୍ୟ କରିବେ। ତେବେ ସେ କୌଣସି ରାଜନୈତିକ ଦଳରେ ଯୋଗ ଦେବେ ନାହିଁ।

ବାଗପତର ନିଜ ଗାଁ ହିସାୱାଡା ଠାରେ ପହଞ୍ଚି ବୁଧବାର ଗ୍ରାମବାସୀଙ୍କ ସହିତ ଉତ୍ସବରେ ଯୋଗ ଦେଇଥିଲେ। ପୂର୍ବ ଅପେକ୍ଷା ସରକାରଙ୍କ ଉପରେ ଅଧିକ ଆକ୍ରମଣାତ୍ମକ ହୋଇଥିବା ମଲିକ କହିଛନ୍ତି ଯେ ଏହି ସରକାର କୃଷକ ବିରୋଧୀ। ଭବିଷ୍ୟତ ଯୋଜନା ସମ୍ପର୍କରେ ମଲିକ କହିଛନ୍ତି ଯେ ମୁଁ କୌଣସି ରାଜନୈତିକ ଦଳରେ ଯୋଗଦେବି ନାହିଁ କିମ୍ବା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। କିନ୍ତୁ ମୁଁ ନିଶ୍ଚିତ ଭାବେ କୃଷକଙ୍କ ପାଇଁ ଲଢ଼େଇ କରିବି। ଏହି ସଂଗ୍ରାମରେ, ଚୌଧୁରୀ ଚରଣ ସିଂଙ୍କ ନାତି ଜୟନ୍ତ ସିଂ ଏବଂ ମୁଲାୟମ ସିଂ ଯାଦବଙ୍କ ପୁତ୍ର ଅଖିଳେଶ ଯାଦବଙ୍କୁ ସାହାଯ୍ୟ କରିବି। ରାଜ୍ୟପାଳ ଭାବରେ ତାଙ୍କର ଅଭିଜ୍ଞତା ବଖାଣିି ପୂର୍ବତନ ରାଜ୍ୟପାଳ ମଲିକ କହିଛନ୍ତି ଯେ ସେ ସମ୍ପୂର୍ଣ୍ଣ ସଚ୍ଚୋଟତା ସହ କାର୍ଯ୍ୟ କରିଛନ୍ତି। ଯେତେବେଳେ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଧାରା ଉଚ୍ଛେଦ ହେଲା, ମେହବୁବା ମୁଫତି କହୁଥିଲେ ଏଠାରେ ରକ୍ତ ନଦୀ ପ୍ରବାହିତ ହେବ। କିନ୍ତୁ ଗୋଟିଏ ବି ଗୁଳି ଚଳାଇବାକୁ ପଡିଲା ନାହିଁ।

ତେବେ ଅବସର ପରେ ମୋଖି ସରକାର ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ଆଶଙ୍କାକୁ ସେ ଏଡ଼ାଇ ଦେଇନାହାଁନ୍ତି। ମଲିକ କହିଛନ୍ତି, ସେମାନେ ମୋ ବିରୋଧରେ ମଧ୍ୟ କିଛି କରିବେ। ଜମ୍ମୁ-କଶ୍ମୀରର ସମସ୍ତ ଫାଇଲ ଯାଞ୍ଚକର କିମ୍ବା ଖୋଜ, କିନ୍ତୁ ମୋ ବିରୋଧରେ କିଛି ବାହାରିବ ନାହିଁ। ମୁଁ ଜଣେ ଫକୀର ବ୍ୟକ୍ତି। ଦେଶର ସମସ୍ୟା ସମ୍ପର୍କରେ ସେ କହିଛନ୍ତି ଯେ ମୁଦ୍ରାସ୍ଫୀତି ଏବଂ ବେକାରୀ କାରଣରୁ ଲୋକମାନେ ପୂର୍ବରୁ ଅସୁବିଧାରେ ଅଛନ୍ତି। କୃଷକମାନେ ଆଖୁ ବକେୟା ପାଉନାହାଁନ୍ତି ଏବଂ ଏହାର ମୂଲ୍ୟ ମଧ୍ୟ ବୃଦ୍ଧି ହେଉନାହିଁ। ବର୍ତ୍ତମାନ ଅଗ୍ନିବୀର ସ୍କିମ ଅଣାଯାଇ କୃଷକଙ୍କ ପିଲାମାନଙ୍କର ଭବିଷ୍ୟତ ମଧ୍ୟ ନଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?