Posted inଖେଳ

ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ ? ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ, ୦୬।୦୭: ଟି-୨୦ ବିଶ଼୍ବକପ୍‌ରେ ଭାରତୀୟ ଟିମ୍‌ ଚମତ୍କାର ପ୍ରଦର୍ଶନ କରି ବିଶ଼୍ବ ଚାମ୍ପିୟନ୍‌ ହୋଇଛି । ୨୯ ଜୁନ୍‌ରେ ଖେଳା ଯାଇଥିବା ଫାଇନାଲ୍‌ ମ୍ୟାଚ୍‌ରେ ଭାରତ ସାଉଥ୍‌ ଆଫ୍ରିକାକୁ ୭ ୱିକେଟ୍‌ରେ ହରାଇ ଟ୍ରଫି ହାସଲ କରିଛି । ଏହି ଐତିହାସିକ ବିଜୟ ପରେ ଭାରତୀୟ ଫ୍ୟାନ୍ସ ଆଗାମୀ ବର୍ଷ ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫିକୁ ଅପେକ୍ଷା କରିଛନ୍ତି । ୨୦୨୫ ଫେବୃଆରୀ ୧୯ରୁ ମାର୍ଚ୍ଚ ୯ ପର୍ଯ୍ୟନ୍ତ ପାକିସ୍ତାନରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବାକୁ ପ୍ରସ୍ତାବ ରହିଛି । ଏହା ପାକିସ୍ତାନରେ ଆୟୋଜନ ହେବ । ତେଣୁ ଏଠି ପ୍ରଶ୍ନ ଉଠୁଛି ଯେ, ଚାମ୍ପିୟନ୍ସ ଟ୍ରଫି ପାଇଁ ଆଗାମୀ ବର୍ଷ ଟିମ୍‌ ଇଣ୍ଡିଆ ପାକିସ୍ତାନ ଯିବ କି ନାହିଁ ।

ତେବେ ଚାମ୍ପିୟନ୍ସ ଟ୍ରଫିକୁ ନେଇ ଏକ ବଡ଼ ଅପଡେଟ୍‌ ଜାତୀୟ ଗଣମାଧ୍ୟମକୁ ମିଳିଛି । ଆଜତକ୍‌କୁ ମିଳିଥିବା ସୂଚନା ମୁତାବକ ଭିରତୀୟ ଟିମ୍‌ ପାକିସ୍ତାନ ଗସ୍ତ କରିବା ଦିଗରେ ବିଚାର କରୁନାହିଁ । କିନ୍ତୁ ଏହା ଉପରେ କେନ୍ଦ୍ର ସରକାର ହିଁ ଶେଷ ନିଷ୍ପତ୍ତି ନେବେ । ଏହାରି ଭିତରେ ପାକିସ୍ତାନ କ୍ରିକେଟ୍‌ ବୋର୍ଡ ଆଇସିସିକୁ ଏକ ଡ୍ରାଫ୍ଟ ଫଠାଇଛି । ଏହି ଡ୍ରାଫ୍ଟ ଅନୁସାରେ ଚାମ୍ପିୟନ୍ସ ଟ୍ରଫିର ସମସ୍ତ ମ୍ୟାଚ୍‌ ଲାହୋରରେ ଖେଳାଯିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri