Posted inଜାତୀୟ

କାଲି ବ୍ୟାଙ୍କ ବନ୍ଦ ନା ଖୋଲା? ଆପଣଙ୍କ ସହରରେ କ’ଣ ରହିବ, ଘରୁ ବାହାରିବା ପୂର୍ବରୁ ଜାଣି ନିଅନ୍ତୁ…

କୌଣସି ପର୍ବପର୍ବାଣୀ ଯୋଗୁ ବ୍ୟାଙ୍କ ବନ୍ଦ ରହିଥାଏ। ଆଉ ଏ ସମ୍ପର୍କରେ ଆମେ ସୂଚନା ନ ପାଇଲେ ଅଯଥାରେ ବ୍ୟାଙ୍କ ଯା ହଇରାଣ ହେଉ। ତେବେ ଜାଣି ନିଅନ୍ତୁ ଏହି ମାସରେ କେଉଁଦିନ ବ୍ୟାଙ୍କ ଖୋଲା ଓ ବନ୍ଦ ରହୁଛି।
ଆସନ୍ତାକାଲି, ବୁଧବାର, ଫେବୃଆରୀ ୧୨, ୨୦୨୫, ଗୁରୁ ରବିଦାସ ଜୟନ୍ତୀ ଯୋଗୁ ଅନେକ ରାଜ୍ୟରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ। ତଥାପି, ଆସନ୍ତାକାଲି ଦିଲ୍ଲୀରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ କି ନାହିଁ ତାହା ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏପର୍ଯ୍ୟନ୍ତ ନିଶ୍ଚିତ କରିନାହିଁ। ଦିଲ୍ଲୀ ବ୍ୟତୀତ, ହିମାଚଳ ପ୍ରଦେଶ ଏବଂ ହରିୟାଣାରେ ମଧ୍ୟ ବ୍ୟାଙ୍କ ବନ୍ଦ ରହିବ କି ନାର୍ହି ନିଷ୍ପତ୍ତି ହୋନାହିଁ।

ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଦିଲ୍ଲୀର ଉପରାଜ୍ୟପାଳ ଗୁରୁ ରବିଦାସ ଜୟନ୍ତୀର ସମ୍ମାନାର୍ଥେ ଆସନ୍ତାକାଲି ଦିଲ୍ଲୀର ସମସ୍ତ ସରକାରୀ କାର୍ଯ୍ୟାଳୟ, ସାର୍ବଜନୀନ କ୍ଷେତ୍ର ସଂଗଠନ ଏବଂ ସୱାୟତ୍ତ ସଂସ୍ଥା ପାଇଁ ଛୁଟି ଘୋଷଣା କରିଛନ୍ତି। ଏହା ବ୍ୟତୀତ ଫେବୃଆରୀ ମାସରେ ମୋଟ ୧୪ ଦିନ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ, ଯେଉଁଥିରେ ରବିବାର ଏବଂ ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ବ୍ୟତୀତ ସାଧାରଣ ଛୁଟି, ଆଞ୍ଚଳିକ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ମାସରେ, ସରସୱତୀ ପୂଜା, ଗୁରୁ ରବିଦାସ ଜୟନ୍ତୀ, ଛତ୍ରପତି ଶିବାଜୀ ମହାରାଜ ଜୟନ୍ତୀ ଏବଂ ମହାଶିବରାତ୍ରି ଅବସରରେ ବ୍ୟାଙ୍କ ଛୁଟି ଥାଏ।

ଫେବୃଆରୀରେ ବ୍ୟାଙ୍କ ଛୁଟି:
୧୫ ଫେବୃଆରୀ ୨୦୨୫- ଲୋଇ-ନଗାଇ-ନି ଯୋଗୁଁ ଇମ୍ଫାଲରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
୧୬ ଫେବୃଆରୀ ୨୦୨୫- ସାପ୍ତାହିକ ଛୁଟି ଯୋଗୁଁ ଦେଶରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
୧୯ ଫେବୃଆରୀ ୨୦୨୫- ଛତ୍ରପତି ଶିବାଜୀ ମହାରାଜ ଜୟନ୍ତୀ ଯୋଗୁଁ ମହାରାଷ୍ଟ୍ରରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
୨୦ ଫେବୃଆରୀ ୨୦୨୫- ରାଜ୍ୟ ଦିବସ ଯୋଗୁଁ ଆଇଜଲ ଏବଂ ଇଟାନଗରରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
୨୨ ଫେବୃଆରୀ ୨୦୨୫- ଚତୁର୍ଥ ଶନିବାର ଯୋଗୁଁ ଦେଶରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
୨୩ ଫେବୃଆରୀ ୨୦୨୫- ରବିବାର ଯୋଗୁଁ ଦେଶରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।
୨୬ ଫେବୃଆରୀ ୨୦୨୫- ମହାଶିବରାତ୍ରି ପାଇଁ ଦେଶରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri